ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ :

Talk Always Truth

ଭୁବନେଶ୍ୱର : ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଭୁବନେଶ୍ବର କୃଷି ଭବନ ଠାରେ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୫ ଗୋଟି ପ୍ରବାସୀ ପ୍ରବଣ ବ୍ଲକରେ ସଚେତନତା ସୃଷ୍ଟି କରିବ ଏହି ରଥ । ଏଥିପାଇଁ ସରକାରଙ୍କ ଦ୍ଵାରା ନିଶୁଳ୍କ ପ୍ରବାସୀ ହେଲ୍ପଲାଇନ – ୧୮୦୦-୩୪୫-୭୮୮୫ ଜାରି କରା ଯାଇଛି l ଯେକୌଣସି ଜରୁରୀ ପରିସ୍ଥିତି କିମ୍ବା ସୂଚନା ପାଇବା ପାଇଁ ଏହି ନମ୍ବରକୁ ଡାଏଲ୍ କରିପାରିବ!


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page