ଏମିତି ବି ହେଇପାରେ :

Talk Always Truth

ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ, ଦୌଡୁଥିବା ବେଳେ ହଠାତ୍‌ ହୋଇଗଲେ ଅସୁସ୍ଥ :
ଖୋର୍ଦ୍ଧା: ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ପରୀକ୍ଷାର୍ଥୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page