socialtalknews

କାହିଁକି ଗର୍ଜିଲେ ମିଶନ ଶକ୍ତି ସଦସ୍ୟା :

କାହିଁକି ଗର୍ଜିଲେ ମିଶନ ଶକ୍ତି ସଦସ୍ୟା :

କାହିଁକି ଗର୍ଜିଲେ ମିଶନ ଶକ୍ତି ସଦସ୍ୟା :

ଭୁବନେଶ୍ବର : ଭୁବନେଶ୍ବରର ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କ୍ଲଷ୍ଟର ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେନସ ବା ସିଆରପି-ସିଏମ୍ ପକ୍ଷରୁ ବିକ୍ଷୋଭ। ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଅଲ ଓଡ଼ିଶା ସିଆରପି-ସିଏମ ସଂଘ । ଏଥିରେ ଶହ ଶହ ମହିଳା କର୍ମଚାରୀ ସାମିଲ ହୋଇଛନ୍ତି । ସିଆରପି-ସିଏମଙ୍କ ଇନସେନଟିଭ ବନ୍ଦ କରାଯାଇ ମାସିକ ବେତନ ଦଶ ହଜାର ଟଙ୍କା କରାଯାଉ ଥିଲା ସେମାନଙ୍କର ପ୍ରତିବାଦ !

Share the Post:

Related Posts

ବିମାନବନ୍ଦରରୁ ମିଳିଲା :

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର

Read More

ଅଭାବ ଅନାଟନ ଭିତରେ ଜୀବନ :

ଆଜିବି ଅଭାବରେ ମାଟିଘର ମାଟିରେ ମିଶି ୬ ମାସ ବିତିଲା, ଜଙ୍ଗଲରେ ଭାଡ଼ି କରି ମୁଣ୍ଡ ଗୁଞ୍ଜିଛନ୍ତି ଜାନୀଙ୍କ ପରିବାର!ଆଡ଼େଇ ହୋଇ ରହିଛି ପ୍ରଶାସନକାକିରିଗୁମା, ତୁହାକୁ ତୁହା

Read More