socialtalknews

ଜୁଲାଇ ୧୪ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

ଜୁଲାଇ ୧୪ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

ଜୁଲାଇ ୧୪ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ରେ ଆସିବେ ଓଡିଶା |୧୪ରେ ଭୁବନେଶ୍ବର AIIMS ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଏହା ସହ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ।

ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ ଜୁଲାଇ ୧୪ରେ ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ପରଦିନ,
୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।
ଜବାହରଲାଲ ନେହରୁ ଇନ୍‌ଡୋର ହଲ୍‌ରେ ଅୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ ତମ ଜୟନ୍ତୀ ଉତ୍ସବ ଓ କଳିଙ୍ଗ ରତ୍ନ ୨୦୨୪ ପୁରସ୍କାର ଉତ୍ସବରେ ମଧ୍ୟ ଯୋଗ ଦେବେ ।

Share the Post:

Related Posts

ହିମାଚଳରେ ବନ୍ୟାର ତାଣ୍ଡବ ||

ବନ୍ୟା ଏବଂ ଭୂସ୍ଖଳନରେ ୬୩ ମୃତ, ୪୦ ନିଖୋଜ ,ପାଖାପାଖି ୪୦୦ କୋଟିର କ୍ଷୟକ୍ଷତି ,ବାଦଲ ଫଟା ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ସ୍ଥିତିଜୁଲାଇ ୭

Read More