
୧୩ରେ ଲଘୁଚାପ, ତିନି ଦିନ ପ୍ରବଳ ବର୍ଷିବ
ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ବର୍ଷା ଆରମ୍ଭ
. ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ସମ୍ଭାବନା
. ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ
. ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ
. ଆଜି ପାଇଁ ୨୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
. କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ