ପ୍ରଧାନମନ୍ତ୍ରୀ ମୋଦି ନବୀନ ବାବୁ ଙ୍କ ସ୍ୱାସ୍ଥ୍ୟ ପାଇଁ ନିଜେ ପୂର୍ଣ୍ଣ ଆରୋଗ୍ୟ କାମନା କରିଛନ୍ତି

Talk Always Truth

ବିଜୁ ଜନତା ଦଳ (ବିଜେଡି) ନେତା ସେ ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଗତ କିଛିଦିନ ହେଲା ଦେହ ଅଶୁସ୍ଥ ହୋଇଛି | ସେଠିପାଇଁ ସେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଆଡମିଟ ହୋଇଛନ୍ତି |
ସେଥପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି |

ସେ ଯେହେତୁ ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଥିଲା ଏବଂ ସେ ବର୍ତ୍ତମାନ ଆଇସିୟୁରୁ ଏକ ବ୍ୟକ୍ତିଗତ କକ୍ଷକୁ ସ୍ଥାନାନ୍ତରିତ ହୋଇଛନ୍ତି, ଯାହା ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତିର ସଙ୍କେତ ଦେଉଛି। ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସ ବର୍ମା କହିଛନ୍ତି, “ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଭଲ ଭାବେ ଆରୋଗ୍ୟ ହେଉଛନ୍ତି ଏବଂ ଜୁଲାଇ ପ୍ରଥମ ସପ୍ତାହରେ ଓଡ଼ିଶାକୁ ଫେରିବାର ଆଶା ରହିଛି।” ସେଠି ପାଇଁ ନରେନ୍ଦ୍ର ମୋଦି ତାଙ୍କୁ ଫୋନ କରି ସ୍ୱାସ୍ଥ୍ୟ ସମ୍ପର୍କ ବିଷୟରେ ପଚାରିବା ସହ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଏବଂ ନବୀନ ନିଜେ ଜୁନ ୧୮ରେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲ ମାଧ୍ୟମରେ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ।
ନବୀନଙ୍କ ଅସ୍ତ୍ରୋପଚାର ଖବର ପ୍ରକାଶ ପାଇବା ପରେ ଓଡ଼ିଶା ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ଲୋକମାନେ ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା ଓ ଶୁଭେଚ୍ଛା ଜଣାଇଛନ୍ତି। ଆଶା କରୁଛି।”


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page