ଭୁବେନେଶ୍ୱର :ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଶନିବାର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଅଛି ।
୩ ତାରିଖରେ ଆଭ୍ୟନ୍ତରୀଣ ଓ ଉତ୍ତରଓଡ଼ିଶାରେ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ମଧ୍ୟ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି |

ବିମାନବନ୍ଦରରୁ ମିଳିଲା :
ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର