socialtalknews

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ :

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ :

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ :

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି । ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ରେଡ ଚାଲିଛି । ଚଢ଼ାଉରେ ୪ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଜଣ ଏଏସଆଇ ସାମିଲ ଅଛନ୍ତି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌।

Share the Post:

Related Posts

ପୁଣି ବଢ଼ିଲା ସୁନା ରେଟ,

୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି

Read More