ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । SHGରୁ ମିଳୁଥିବା ବିନା ସୁଧ ଋଣ ଯୋଗାଇ ବର୍ଷକରେ ଲକ୍ଷପତିଙ୍କୁ କୋଟିପତି ଦିଦି କରାଯିବ ସେନେଇ ସରକାର ଗୁରୁତ୍ୱ ଦେଉଛନ୍ତି । ଆସନ୍ତା 9 ରେ ଜୟପୁରରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି । କୋଟିଏରୁ ଅଧିକ ମହିଳା ସୁଭଦ୍ରା ସହାୟତା ମିଳିବ ।

ପୁଣି ବଢ଼ିଲା ସୁନା ରେଟ,
୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି