socialtalknews

ଇରାନ ପରମାଣୁ ଅସ୍ତ୍ର ରଖିପାରିବନି

ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବଢ଼ୁଥିବା ବେଳେ ୫୧ତମ ଜି-୭ ଶିଖର ସମ୍ମିଳନୀ ପାଇଁ କାନାଡାରେ ଏକାଠି ହୋଇଥିବା ‘ଗ୍ରୁପ୍ ଅଫ୍ ସେଭେନ୍’ (ଜି୭)ର ନେତାମାନେ ଏକ ମିଳିତ ବିବୃତି ଜାରି କରି କହିଛନ୍ତି ଯେ ଇରାନକୁ କେବେ ବି ପରମାଣୁ ଅସ୍ତ୍ର ରଖିବାକୁ ଅନୁମତି ଦିଆଯାଇପାରିବ ନାହିଁ |  ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବଢ଼ୁଥିବା ବେଳେ ୫୧ତମ ଜି-୭ ଶିଖର ସମ୍ମିଳନୀ ପାଇଁ କାନାଡାରେ ଏକାଠି ହୋଇଥିବା ‘ଗ୍ରୁପ୍ ଅଫ୍ ସେଭେନ୍’ (ଜି୭)ର ନେତାମାନେ ଏକ ମିଳିତ ବିବୃତି ଜାରି … Read more

ପ୍ରଧାନମନ୍ତ୍ରୀ ମୋଦି କରିବେ ରୋଡ୍ ଶୋ

ରାଜ୍ୟରେ ବିଜେପି ସରକାରର ପ୍ରଥମ ବର୍ଷପୂର୍ତ୍ତି ପାଇଁ ଆସନ୍ତା ୨୦ତାରିଖରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଉଭୟ ସରକାରୀ ଓ ଦଳୀୟ ସ୍ତରରେ ଆରମ୍ଭ ହୋଇସାରିଛି । ପ୍ରଧାନମନ୍ତ୍ରୀ ମୋଦି ଏକ ବିଶାଳ ରୋଡ୍ ଶୋ’ରେ ଯାଇ ସେଠାରେ ଜନତା ମଇଦାନରେ ଆୟୋଜିତ ବିଶାଳ ଜନସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଶୁକ୍ରବାର ରାତିରେ … Read more

ଝାଡ଼ାବାନ୍ତି ନେଇ ଲୋକସେବା ଭବନରେ ବସିଛି କେନ୍ଦ୍ରୀୟ ଟିମର ବଡ଼ ବୈଠକ।

ରାଜ୍ୟ ସରକାରଙ୍କ ସହ କେନ୍ଦ୍ରୀୟ ଟିମ୍‌ର ବଡ଼ ବୈଠକ । ଗ୍ରାଉଣ୍ଡ ରିପୋର୍ଟ ନେଇ ବୈଠକରେ ଆଲୋଚନା ହୋଇଛି । ଆଗାମୀ ପଦକ୍ଷେପ ନେଇ ସରକାରଙ୍କୁ ପରାମର୍ଶ ଦେବେ ଏହି ଟିମ୍‌ର ସଦସ୍ୟ। ସେପଟେ ଦୂଷିତ ପାଣି ଯୋଗୁ ଡାଇରିଆ ବ୍ୟାପିଥିବା ନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ କେନ୍ଦ୍ରୀୟ ଟିମ୍ । ରାଜ୍ୟରେ ଝାଡାବାନ୍ତି ସ୍ଥିତି ସାମାନ୍ୟ କମିଥିଲେ ବି ଏଥିରେ ସମ୍ପୂର୍ଣ୍ଣ ବ୍ରେକ୍ ଲାଗିନି । ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ … Read more