ଇଣ୍ଡିଗୋ ବିମାନ ଦିଲ୍ଲୀରୁ ଲେହ ପାଇଁ ଉଡାଣ ଭରିଥିଲା ବେଳେ ମଝି ଆକାଶରେ ଦେଖା ଦେଲା ଯାନ୍ତ୍ରିକ ତ୍ରୁଟି
ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ- ୬ଇ ୨୦୦୬ । ଦିଲ୍ଲୀରୁ ଲେହ ପାଇଁ ଉଡାଣ ଭରିଥିଲା ଏହି ବିମାନ । ତେବେ ଉଡାଣ ଭରିବାର କିଛି ସମୟ ମଧ୍ୟରେ ବିମାନରେ ଦେଖାଦେଇଥିଲା ଯାନ୍ତ୍ରିକ ତ୍ରୁଟି । ଯାହା ଫଳରେ ବିମାନକୁ ଫେରାଇ ଅଣା ଯାଇଥିଲା । ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ବିମାନକୁ ଦିଲ୍ଲୀ ଏୟାରପୋର୍ଟରେ ଜରୁରୀ ଅବତରଣ କରାଯାଇଥିଲା । ବିମାନରେ ମୋଟ ୧୮୦ ଯାତ୍ରୀ ଥିଲେ । ଅବତରଣ ପରେ ସମସ୍ତ … Read more