socialtalknews

ଜନ୍ମଦିନରେ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର 66ତମ ଜନ୍ମ ଦିବସ । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଅନ୍ୟପକ୍ଷରେ ରାଷ୍ଟ୍ରପତି ମୁର୍ମୁ ଉତ୍ତରାଖଣ୍ଡର ଡେରାଡୁନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାବବିହ୍ୱଳ ହୋଇପଡ଼ିଛନ୍ତି । ଜନ୍ମ ଦିନର ଶୁଭେଚ୍ଛା ଗୀତ ଶୁଣି ରାଷ୍ଟ୍ରପତିଙ୍କ ଆଖିରେ ଲୁହ ଆସିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଉତ୍ତରାଖଣ୍ଡର ଡେରାଡୁନରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦ ଏମପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଡିଜାବିଲଟି  ଅନୁଷ୍ଠାନ ପକ୍ଷରୁ ଆୟୋଜିତ … Read more

ବୌଦ୍ଧ ରେ ହେବ ଆଜି ରେଳ ସେବା ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆଜିଠାରୁ ଭାରରତ ରେଳ ମାନଚିତ୍ରରେ ସାମିଲ ହେବ ବୌଦ୍ଧ । ବୌଦ୍ଧ ଜିଲ୍ଲାରେ ୧୩୭୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୋନପୁର-ପୁରୁଣାକଟକ ୭୩ କିଲୋମିଟର ଲମ୍ବାର ନୂତନ ରେଳ ଲାଇନର ଉଦଘାଟନ କରିବେ ପ୍ରଧାମନ୍ତ୍ରୀ ମୋଦି । ସୋନପୁର-ପୁରୁଣାକଟକ ସେକ୍ସନରେ ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ରେଳ ନେଟୱାର୍କ ପହଞ୍ଚିଛି । ଏହି ରେଳ ଲାଇନ ୩୦୧ କିଲୋମିଟର ଲମ୍ବା ଖୋର୍ଦ୍ଧା ରୋଡ-ବଲାଙ୍ଗିର ରେଳ ଲାଇନର ଏକ ଅଂଶ । ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ … Read more