ଓଡ଼ିଶା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ ମୋଦି
ଓଡ଼ିଶା ଆସିବା ପାଇଁ ଆମେରିକା ଯିବାକୁ ମନା କଲେ ମୋଦି । ତାଙ୍କପାଇଁ ଆମେରିକାଠୁ ଅଧିକ ଜରୁରୀ ଥିଲା ଜଗନ୍ନାଥ ଧାମ ଯିବା ସେଥିପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଆଗୁଆ ଜଣାଇଥିଲେ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ସିଧା ସିଧା ମନା କରିଦେଇଥିଲେ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିବା ଅବସରରେ ଏ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କପାଇଁ ଅଧିକ ଜରୁରୀ … Read more