socialtalknews

ଏମିତି ଅ’ଣ ପାଇଁ କହିଲେ ଆଇନ ମନ୍ତ୍ରୀ ବିରୋଧୀ ଦଳର ନେତକୁ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଗତକାଲି ପୁରୀରେ ରଥ ଟଣାରେ ବିଳମ୍ବ ସହ ପ୍ରଭୁ ଜଗନ୍ନାଥଙ୍କ ନନ୍ଦଘୋଷ ସନ୍ଧ୍ୟା ୭ଟା ୪୫ ପର୍ଯ୍ୟନ୍ତ ଛିଡ଼ା ହୋଇ ରହିବାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବୟନ ଉପରେ ରାଜ୍ୟ ସରକାର ପ୍ରତିକ୍ରିୟା ଦେଇଛନ୍ତି। ରାଜ୍ୟ ସରକାରରେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଗତକାଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି କହିଥିଲେ, ନିର୍ଦ୍ଧାରିତ ସମୟରେ ସବୁ ନୀତିକାନ୍ତି ଶେଷ … Read more

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆସୁଛି ଆଉ ୨ଟି ଲଘୁଚାପ

ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବା ବେଳେ ଆଜି ଅର୍ଥାତ୍‌ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟରେ ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଉ ୨ଟି ଲଘୁଚାପ ଆସୁଛି। ଏ ନେଇ ରାଜ୍ୟରେ ବର୍ଷା ଲାଗିରହିବ। ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରିଛି ପାଣିପାଗ ବିଭାଗ। ଅଧିକ ବର୍ଷା ନେଇ ବହୁ … Read more

ଏକାସାଙ୍ଗରେ ଚାଲିଗଲା ତିନି ଭାଇ ଙ୍କ ଜୀବନ

ଏକାସାଙ୍ଗରେ ଚାଲିଗଲା ୩ ଭାଇ ଙ୍କ ଜୀବନ ଅଧର୍ଯ୍ୟ ପରିବାର । କାନ୍ଦ ବୋବାଳିରେ ଫାଟିପଡୁଛି ଘର । ସମସ୍ତଙ୍କ ଆଖିରେ ଝରିପଡ଼ୁଛି ଲୁହ ଆଉ ଛାତିରେ କୋହ । ଗୋଟେ ପଟେ ହରିନାମ ଶବ୍ଦକୁ ଆରପଟେ ତିନି ଭାଇ ଙ୍କ ମୃତଦେହକୁ ଧରି ଆଗେଇ ଚାଲିଥାନ୍ତି ଗାଁ ଭାଇ । ଏମିତି ଘଟଣା କେବେବି ଦେଖିନଥିବେ । ହଁ ଆଜ୍ଞା ହଁ ଆଜ୍ଞା ଏ ଘଟଣା ଟି ହେଉଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ସିରାଗୁଡା ସାହିରେ … Read more

ଭାଇ ଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିରରେ ପହଞ୍ଚିଲେ ଶ୍ରୀଜିଉ

ସରିଲା ରଥଟଣା । ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନି ରଥ । ଶରଧାବାଲିରେ ପହଞ୍ଚିଲେ ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ । ଭାଇ ଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିରରେ କାଳିଆ, ବଳିଆ, ସୁଭଦ୍ରା । ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ … Read more