କୋଭିଡ୍ ଟିକା ସହ ଆକସ୍ମିକ ମୃତ୍ୟୁର କୌଣସି ସମ୍ବନ୍ଧ ନାହିଁ |
କୋଭିଡ୍ ଟିକା ସହ ଆକସ୍ମିକ ମୃତ୍ୟୁର କୌଣସି ସମ୍ବନ୍ଧ ନାହିଁ | ସମସ୍ତେ କହୁଥିଲେ କୋଭିଡ୍ ପାଇଁ ବଢୁଛି ଏହି ହାର୍ଟ ଆଟାକ୍ ..କିନ୍ତୁ ଏକଥା ସମ୍ପୂର୍ଣ୍ଣ ମିଥ୍ୟା ଓ ବିଭ୍ରାନ୍ତିକର । କୋଭିଡ୍ ଟିକା ସହ ଆକସ୍ମିକ ମୃତ୍ୟୁର କୌଣସି ସମ୍ବନ୍ଧ ନାହିଁ । ICMR ଓ AIIMS ପକ୍ଷରୁ ବିସ୍ତୃତ ତଥ୍ୟ ଅନୁଧ୍ୟାନ ପରେ ଏଭଳି ତଥ୍ୟ ସାମ୍ନାକୁ ଆସିଛି । କୋଭିଡ୍ ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ … Read more