ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ବୀମା
ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନବୀମା ଦେବେ ସରକାର । ଏନେଇ ଲୋକସେବା ଭବନରେ ଗରିମା କାର୍ଯ୍ୟକ୍ରମରେ ଘୋଷଣା କଲେ CM । ଭୁବନେଶ୍ୱର ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରରେ ସଫେଇ କର୍ମଚାରୀ ମାନଙ୍କ ପାଇଁ ଆୟୋଜିତ ଜାତୀୟ କର୍ମଶାଳାରେ … Read more