socialtalknews

କାହିଁକି ଫେରିଆସିଲା ଦିଲ୍ଲୀରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ, ଜଣାପଡ଼ିଲା ତାର କାରଣ :

ନୂଆଦିଲ୍ଲୀ: ଦିଲ୍ଲୀରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବିମାନ ଯାନ୍ତ୍ରିକ ସମସ୍ୟା ଯୋଗୁଁ ଉଡ଼ାଣ ଭରିବାର କିଛି ସମୟ ପରେ ଫେରି ଆସିଛି । ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆର ବିମାନ ନମ୍ବର AI2017କୁ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ପୁଣି ଦିଲ୍ଲୀ ବିମାନବନ୍ଦରକୁ ଫେରିବାକୁ ପଡ଼ିଛି । ଏବେ ଯାତ୍ରୀମାନଙ୍କୁ ଅନ୍ୟ ଏକ ବିମାନରେ ଲଣ୍ଡନ ପଠାଇବାର ବ୍ୟବସ୍ଥା କରାଯାଉଛି ।ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି ଯେ, ଜୁଲାଇ ୩୧ ତାରିଖରେ ଦିଲ୍ଲୀରୁ ଲଣ୍ଡନ ଯାଉଥିବା … Read more

ଝାରପଡ଼ା ଜେଲ୍‌ ଗଲେ ବିଜେଡି ନେତା ଅମରେଶ ଜେନା :

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମ ମାମଲାରେ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ ବିଜୁ ଜନତା ଦଳ (ବିଜେଡି)ରୁ କର୍ପେରେଟର ଅମରେଶ ଜେନା ଜେଲ୍‌ ଯାଇଛନ୍ତି। କୋର୍ଟରେ ଜାମିନ ନାମାଞ୍ଜୁର ପରେ ଅମରେଶ ଜେନାଙ୍କୁ ପୁଲିସ ଝାରପଡ଼ା ଜେଲ୍‌ ପଠାଇ ଦେଇଛି।ଅମରେଶ ଜେନାକୁ ପୁଲିସ ଆଜି ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରୁ ଗିରଫ କରିଥିଲା। ତାକୁ ସେଠାରୁ ଭୁବନେଶ୍ବର ଆଣିଥିଲା। କ୍ୟାପିଟାଲ ହସ୍‌ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମାଞ୍ଜୁର ପରେ ତାଙ୍କୁ ଜେଲ୍‌ … Read more

କାଇଁକି ଅଲୋଡ଼ା ଶିଶୁକନ୍ୟା ||

ଟିଟିଲାଗଡ଼: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୫ ବର୍ଷ ଅତିକ୍ରମ କରିସାରିଛି। ଆ‌ମରି ସଭ୍ୟତା ଅତ୍ୟାଧୁନିକ ଯୁଗରେ ପହଞ୍ଚିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିକାଶର ଗୁଣଗାନ କରୁଥିବା ବେଳେ ଶିଶୁକନ୍ୟା ଆମ ସମାଜରେ ଅଲୋଡ଼ା ହେଉଛି ଅଥବା ଟଙ୍କା ପାଇଁ ବିକ୍ରି ହେଉଛି। ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ ଅଞ୍ଚଳରେ ୨୦ ହଜାର ଟଙ୍କାରେ ଶିଶୁକନ୍ୟା ବିକ୍ରି ଅଭିଯୋଗ ଆସିଛି। ଶିଶୁକନ୍ୟାର ବିକ୍ରିର କାରଣ ହେଲା ଦାରିଦ୍ର୍ୟତା ବୋଲି କୁହାଯାଉଛି।ଟିଟିଲାଗଡ ବ୍ଲକ ଭାଲେଗାଁ ପଞ୍ଚାୟତ ବାଗଡେର ଗାଁର ନଲ … Read more

ଡାକ୍ତର ହେବ ତ’ ଏମିତି…

କୁମ୍ଭୀର ଭୟକୁ ଖାତିର ନକରି ବନ୍ୟାପାଣିରେ ପଶି ଗଲେ, ଗର୍ଭବତୀଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେବ୍ରାହ୍ମଣୀର ଦ୍ବିତୀୟ ବନ୍ୟାରେ ରାଜନଗର ବ୍ଲକ୍‌ ଅନ୍ତର୍ଗତ ୪ଟି ପଞ୍ଚାୟତର ୨୦ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାଜଳ ଘେରରେ ଥିବା ବିପନ୍ନଙ୍କ ନିକଟରେ ପ୍ରଶାସନ ପହଞ୍ଚି ପାରିନାହିଁ !ଡାକ୍ତର ହେବ ତ’ ଏମିତି…: କୁମ୍ଭୀର ଭୟକୁ ଖାତିର ନକରି ବନ୍ୟାପାଣିରେ ପଶି ଗଲେ, ଗର୍ଭବତୀଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେରାଜନଗର: ବ୍ରାହ୍ମଣୀର ଦ୍ବିତୀୟ ବନ୍ୟାରେ ରାଜନଗର ବ୍ଲକ୍‌ ଅନ୍ତର୍ଗତ ୪ଟି ପଞ୍ଚାୟତର … Read more