୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି
ବିଏମସିର ଅତିରିକ୍ତ କମିସନରଙ୍କୁ ମାଡ଼ ମରାଯିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେପି | ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି। ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଗତକାଲି ଆକ୍ରମଣ ପରେ ତ୍ବରିତ କାର୍ଯ୍ୟାନୁଷ୍ଠାନ ନିଆଯାଇ ତିନିଜଣଙ୍କୁ ଗିରଫ କରାଯାଇଥିଲା | କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, … Read more