ଶୀଘ୍ର ହେବ ଓଟିଇଟି ପରୀକ୍ଷା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ :
ଭୁବନେଶ୍ବର: ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ସାମିଲ ଥିବା ୬ ଜଣ ଅଭିଯୁକ୍ତଙ୍କୁ ଓଡ଼ିଶା ପୁଲିସର କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଶିକ୍ଷକ କି ଯେତେ ବଡ଼ ଲୋକ ଥାଆନ୍ତୁ, କଠୋର କାର୍ଯ୍ୟାନୁଷ୍ଠାନ ହେବ। ଏହାର ତଦନ୍ତ ଚାଲିଛି। ଦୋଷୀଙ୍କ ପ୍ରତି ଦଣ୍ଡବିଧାନ କରାଯିବ। ଆଗାମୀ ଦିନରେ କେମିତି ସ୍ୱଛତା ସହ ପରୀକ୍ଷା ହେବ ସେନେଇ ଆଲୋଚନା କରି ଶୀଘ୍ର ପରୀକ୍ଷା ତାରିଖ ବିଜ୍ଞପ୍ତି ବାହାର କରିବୁ ବୋଲି ବିଦ୍ୟାଳୟ … Read more