ଆଉ ନାହାନ୍ତି ଶିବୁ ସୋରେନ:
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ :ନୂଆଦିଲ୍ଲୀ: ଆଉ ନାହାନ୍ତି ଶିବୁ ସୋରେନ । ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ । ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ ।ତେବେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଜେଏମଏମର ପ୍ରତିଷ୍ଠାତା । କିଡନୀ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ । ଆଉ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀରେ … Read more