ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ :
ବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ । ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖା ଯାଇଛି … Read more