ବୁଣାକାରଙ୍କୁ ମିଳୁନି ପ୍ରୋତ୍ସାହନ :
ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ସମୟ ବଦଳିବା ସହ ବଦଳୁଛି ହାତବୁଣା ପୋଷାକର ଚାହିଦା । ଆଜିକାଲି ଯୁବପିଢୀଙ୍କ ଠାରୁ ଆରମ୍ଭ କରି ମଧ୍ୟ ବୟସ୍କ ଓ ବୟସ୍କଙ୍କ ଠାରେ ହସ୍ତତନ୍ତ ପୋଷାକ ପ୍ରତି ଚାହିଦା ଥିବା ପରୀଲକ୍ଷିତ ହେଉଛି । ଫ୍ୟାସନ୍ରେ ବି ହ୍ୟାଣ୍ଡଲୁମ୍କୁ ପ୍ରାଧାନ୍ୟ ଦିଆଯାଉଥିବା ଦେଖିବାକୁ ମିଳୁଛି । ତେବେ ଯଦି ଦେଖିବା ବୌଦ୍ଧ ଜିଲ୍ଲାରେ ବାନ୍ଧ ଶାଢ଼ୀର … Read more