ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କୁ ଝଟକା :
ଜେଲ ଯିବେ ପିଟିଆଇ ସାଂସଦଙ୍କ ସମେତ ୧୬୬ ସଦସ୍ୟ : ଇସ୍ଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଝଟକା ଲାଗିଛି । ଏକ କୋର୍ଟ ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର କିଛି ସାଂସଦଙ୍କ ସମେତ ୧୬୬ ଜଣ ସଦସ୍ୟଙ୍କୁ ୧୦ ବର୍ଷ ଲେଖାଏଁ ଜେଲଦଣ୍ଡ ଶୁଣାଇଛନ୍ତି । ସେମାନଙ୍କ ବିରୋଧରେ ୯ ମେ’, ୨୦୨୩ରେ ପଞ୍ଜାବ ପ୍ରଦେଶରେ ଆଇଏସଆଇ କୋଠା ଏବଂ ଅନ୍ୟାନ୍ୟ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ ମାମଲା … Read more