ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ :

Talk Always Truth

ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ସହ ଜଡିତ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ।

ଭିଜିଲାନ୍ସ ଜାଲରେ ଫସିଛନ୍ତି ବିଏମସି ଅଧିକାରୀ। ଭୁବନେଶ୍ବର ମହାନଗର ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ରେଡ୍ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଗନ୍ନାଥ ପଟ୍ଟନାୟକଙ୍କ ସହିତ ୪ଟି ସ୍ଥାନରେ ଚଢାଉ କରାଯାଇଛି। BMC ଅଫିସ୍ ସମେତ ଭୁବନେଶ୍ୱର ବଡ଼ଗଡ଼ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ। ଏହି ରେଡରେ ୬ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ୍ ଅଛନ୍ତି । ଯନ୍ତ୍ରୀଙ୍କ ଘରେ ପୁଳା ପୁଳା ସଂପତ୍ତି ଠାବ ହେଲାଣି। ମିଳିଲାଣି ବିପୁଳ ସୁନା ଅଳଙ୍କାର।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page