socialtalknews

ରାଜଧାନୀ ରେ ମେଟ୍ରୋ କରାଯିବ :

ରାଜଧାନୀ ରେ ମେଟ୍ରୋ କରାଯିବ :

ରାଜଧାନୀ ରେ ମେଟ୍ରୋ କରାଯିବ :

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି
ବିଜେଡି ମିଛ କହୁଛି ! ଆମେ କହିଛୁ କେନ୍ଦ୍ରର ସହାୟତାରେ ମେଟ୍ରୋ କରାଯିବ! ସେଥିପାଇଁ କମିଟି ନିଷ୍ପତ୍ତି ନେଇଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି । ଏହା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କୁ ଦାୟିତ୍ୱ ଦେଇଛନ୍ତି । ବର୍ତ୍ତମାନ ଓ ଭବିଷ୍ୟତ ପାଇଁ ମେଟ୍ରୋର ଆବଶ୍ୟକତା ଅଛି । ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ବଢିଛି! ଏହାର ସମାଧାନ ପାଇଁ ନିଷ୍ପତ୍ତି ହୋଇଛି! କଳ୍ପନା ପାଖରୁ ନନ୍ଦନକାନନକୁ ଯାଇଥିବା ରାସ୍ତାକୁ ପ୍ରଥମେ ଓଭର ବ୍ରିଜ ନିର୍ମାଣ ହେବ। ବୃହତ ଭୁବନେଶ୍ୱର ପାଇଁ ଏହି ଯୋଜନା ହୋଇଛି। ଏହା ପରେ ମେଟ୍ରୋ ନିଷ୍ପତ୍ତି ହେବ । ତର ତର ହେଲେ ହେବ ନାହିଁ । ଏହା ଦୀର୍ଘ ସ୍ଥାୟୀ । ସେଥିପାଇଁ ପୁରା ଟିମ୍ ଲାଗିଛି। ଲୋକଙ୍କ ଉପଯୋଗୀ ହେବ ସେ ନିଷ୍ପତ୍ତି କମିଟି ନେବ ବୋଲି ମନ୍ତ୍ରୀ କହିଛନ୍ତି ।

Share the Post:

Related Posts

ବିମାନବନ୍ଦରରୁ ମିଳିଲା :

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର

Read More

ଅଭାବ ଅନାଟନ ଭିତରେ ଜୀବନ :

ଆଜିବି ଅଭାବରେ ମାଟିଘର ମାଟିରେ ମିଶି ୬ ମାସ ବିତିଲା, ଜଙ୍ଗଲରେ ଭାଡ଼ି କରି ମୁଣ୍ଡ ଗୁଞ୍ଜିଛନ୍ତି ଜାନୀଙ୍କ ପରିବାର!ଆଡ଼େଇ ହୋଇ ରହିଛି ପ୍ରଶାସନକାକିରିଗୁମା, ତୁହାକୁ ତୁହା

Read More