socialtalknews

ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତ :

ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । SHGରୁ ମିଳୁଥିବା ବିନା ସୁଧ ଋଣ ଯୋଗାଇ ବର୍ଷକରେ ଲକ୍ଷପତିଙ୍କୁ କୋଟିପତି ଦିଦି କରାଯିବ ସେନେଇ ସରକାର ଗୁରୁତ୍ୱ ଦେଉଛନ୍ତି । ଆସନ୍ତା 9 ରେ ଜୟପୁରରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି । କୋଟିଏରୁ ଅଧିକ ମହିଳା ସୁଭଦ୍ରା ସହାୟତା ମିଳିବ ।

Share the Post:

Related Posts

ଭାରତ ମୁଣ୍ଡ ନୁଆଇଁବନି :

ନୂଆଦିଲ୍ଲୀ: ରୁଷ୍ ସହ ତେଲ କାରବାର କରୁଥିବାରୁ ଭାରତ ଉପରେ ଖପ୍ପା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ପୂର୍ବରୁ

Read More