ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ :

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଆଜି ରାତିରେ ଦୁଇ ଦିନିଆ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଏଣେ ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ନୂଆଦିଲ୍ଲୀ ଗସ୍ତରେ ଯାଉଥିବା କୁହାଯାଉଛି। ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ସୂଚନା ରହିଛି।ମୁଖ୍ୟମନ୍ତ୍ରୀଙ୍କର ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଥିବା ସୂଚନା ରହିଛି। ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭାଗ ନେବେ। କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟି ପାରନ୍ତି ମୁଖ୍ୟମନ୍ତ୍ରୀ। ସେହିପରି … Read more

ଘୋଷଣା ହେଲା 4ଜିଲ୍ଲା ସଭାପତିଙ୍କ ନାଁ :

ଭୁବନେଶ୍ୱର : ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲା ସଭାପତି ଭାବେ ବିକ୍ରମ ପଣ୍ଡା, କେନ୍ଦ୍ରାପଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଭୋଳ, କଳାହାଣ୍ଡି ଜିଲ୍ଲା ସଭାପତି ପ୍ରଦୀପ ଦିଶାରୀ ଓ କଟକ ଜିଲ୍ଲା ସଭାପତି ହୋଇଛନ୍ତି ପ୍ରଫୁଲ୍ଲ ସିଂହ । ପୂର୍ବରୁ ବିଜେଡି ସୁପ୍ରିମୋ ୨୪ଟି ଜିଲ୍ଲାର ସଭାପତିଙ୍କ … Read more

କଟକ ନୂଆବଜାରରେ ଫୁଟିଲା ଗୁଳି :

କଟକ : କଟକ ନୂଆବଜାରରେ ଫୁଟିଲା ଗୁଳି । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାରିଲେ ଦୁର୍ବୃତ୍ତ । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ ତରାଇ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି ।ସୂଚନା ନୌଶରେ ସଞ୍ଜୟ ବିଳମ୍ବିତ ରାତିରେ ନୂଆବଜାର ଫ୍ଲାଏ ଓଭରବ୍ରିଜ ଉପରେ ଜଣେ ବନ୍ଧୁଙ୍କ ସହିତ ସାଇକେଲରେ ଘରକୁ ଫେରୁଥିଲେ । ଏହି ସମୟରେ କେତେ ଜଣ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇଥିଲେ । ଯାହାକୁ ନେଇ … Read more

ବଢିଲା ଦର :

ପେଟ୍ରୋଲ ଓ ଡିଜେଲର ନୂଆ ଦର , ଜାଣନ୍ତୁ କେତେ ବଢ଼ିଲା କେତେ କମିଲା ?ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ ।ଆଜି ଭୁବନେଶ୍ୱରରେ … Read more

ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତ :

ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । SHGରୁ ମିଳୁଥିବା ବିନା ସୁଧ ଋଣ ଯୋଗାଇ ବର୍ଷକରେ ଲକ୍ଷପତିଙ୍କୁ କୋଟିପତି ଦିଦି କରାଯିବ ସେନେଇ ସରକାର ଗୁରୁତ୍ୱ ଦେଉଛନ୍ତି । ଆସନ୍ତା 9 ରେ ଜୟପୁରରେ ମୁଖ୍ୟମନ୍ତ୍ରୀ … Read more

ଚତୁର୍ଥ ଟେଷ୍ଟରେ ଭାରତୀୟ ଦଳର ଜବରଦସ୍ତ ବିଜୟ

ଇଂଲଣ୍ଡ ସହ ସିରିଜ ବରାବର | ଲଣ୍ଡନର ଓଭାଲ୍ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା ଭାରତ-ଇଂଲଣ୍ଡ ୫ମ ଟେଷ୍ଟ । ଆଣ୍ଡରସନ୍-ତେନ୍ଦୁଲକର ଟ୍ରଫିର ଏ ଥିଲା ଶେଷ ମ୍ୟାଚ୍ । ଏହି ମ୍ୟାଚ୍ ପୂର୍ବରୁ ଇଂଲଣ୍ଡ ସିରିଜରେ ୨-୧ରେ ଆଗୁଆ ଥିଲା । ଆଉ ଭାରତୀୟ ଦଳ ଏହି ମ୍ୟାଚ୍ ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟରେ ଥିଲା ।ଜବରଦସ୍ତ, ଚମତ୍କାର, ଶାନଦାର୍ । ଏ ସବୁ ଶବ୍ଦ ଆଜି ଟିମ୍ ଇଣ୍ଡିଆ ପାଇଁ କମ୍ ପଡ଼ିଯିବ । … Read more

ଆନ୍ଧ୍ର ପ୍ରଦେଶ ବାଲିକୁରମା ଠାରେ ପଥର କ୍ବାରୀ ଦୁର୍ଘଟଣାରେ ଯାଇଛି ୬ ଓଡ଼ିଆ ଶ୍ରମିକଙ୍କ ଜୀବନ

ଆଜି ଗାଁରେ ପହଞ୍ଚିଛି ଶ୍ରମିକଙ୍କ ମର ଶରୀର । ଗତକାଲି ବାଲିକୁରମା ପଥର କ୍ବାରୀରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତ ୬ ଜଣଙ୍କ ମଧ୍ୟରେ ଗଞ୍ଜାମ ଦିଗପହଣ୍ଡିସ୍ଥିତ ଚଷା ନିମଖଣ୍ଡିର ଦଣ୍ଡପାଣି ବାଡତ୍ୟା, ବାଙ୍ଗରଡା ଗାଁର ବନମାଳୀ ବେହେରା, ଧରାକୋଟ ଅଞ୍ଚଳର ୨ ଜଣ ଓ ମୋହନ ଅଞ୍ଚଳର ୨ ଜଣ ରହିଛନ୍ତି । ଆଜି ବାଙ୍ଗରଡା ଗାଁରେ ବନମାଳୀଙ୍କ ମୃତଦେହ ପହଞ୍ଚିଛି । ବନମାଳୀ ଗତ କିଛି ବର୍ଷ ଧରି ଆନ୍ଧ୍ରରେ କାମ … Read more

ବଳି ପଡିଲା ତିନି ବର୍ଷ ର ନାବାଳିକା :

୩ ବର୍ଷର ନାବାଳିକାକୁ ଅସଦାଚରଣ ଅଭିଯୋଗରେ ବନ୍ଧା ହେଲେ ଯୁବକଦଶରଥପୁର: ଯାଜପୁରରେ ପୁଣି ଲଜ୍ୟା!। ୩ ବର୍ଷର ନାବାଳିକାକୁ ଗତକାଲି ଅସଦାଚରଣ ଅଭିଯୋଗ ହୋଇଥିବା ଟାଉନ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ହୋଇଥିଲା। ଯାଜପୁର ଥାନା ଦଶରଥପୁର ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ସୂଚନା ରହିଛି । ତେବେ ଅଭିଯୁକ୍ତ ଅଲେଖ ଜେନାକୁ ଗିରଫ କରିଛି ପୁଲିସ। ପୀଡ଼ିତା ଶିଶୁ କନ୍ୟାକୁ ଯାଜପୁର ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଥିବା ଜଣାପଡିଛି।ମାଂସଡାବିନ୍ଧା ଗ୍ରାମର ଶିଶୁକନ୍ୟାର … Read more

ଧରାପଡ଼ିଲେ ଆନ୍ତରାଜ୍ୟ ଲୁଟେରା :

ଭୁବନେଶ୍ୱର: ଆନ୍ତରାଜ୍ୟ ଲୁଟେରା ଗିରଫ। ଭୁବନେଶ୍ୱରରୁ ଲୁଟ୍ କରି ଦିଲ୍ଲୀରୁ ବନ୍ଧା ହେଲେ ଦୁଇ ଅଭିଯୁକ୍ତ। ଆନ୍ତରାଜ୍ୟ ଚୋରି ଘଟଣାର ପର୍ଦାଫାଶ କରିବାରେ ସଫଳ ହୋଇଛି ପୁଲିସ।ଗତ ଜୁଲାଇ ୨୧ରେ ଦିନ ୧୦. ୩୦ ରୁ ସାଢ଼େ ଭିତରେ ୨୩୦ ଗ୍ରାମ ଗୋଲ ଲୁଟି ନେଇଥିଲେ ଅଭିଯୁକ୍ତ I ପାଖାପାଖି ଅଞ୍ଚଳରୁ ଡିଜିଟାଲ ଏଭିଡେନ୍ସ ପାଇଥିଲା I ଯେଉଁଥିରେ ଅଭିଯୁକ୍ତର ଗତିବିଧି ଉପରେ ନଜର ରଖାଯାଇଥିଲା I ଦିଲ୍ଲୀ, ଆନ୍ଧ୍ରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ୱେଷ୍ଟ ବେଙ୍ଗଲ, ଅଞ୍ଚଳରେ … Read more

ବିଜେଡି କରିବ ୬ ଘଣ୍ଟିଆ ହରତାଳ :

ଭୁବନେଶ୍ବର: ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଏନେଇ ଆଜି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ। ପୁଲିସର ତଦନ୍ତ ଉପରେ ବି ବିଜେଡି ପ୍ରଶ୍ନ ଉଠାଇଛି।‌ ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର … Read more