କାଇଁକି ସ୍ଥଗିତ ହେଲା ଆମରନାଥ ଯାତ୍ରା :
ନୂଆଦିଲ୍ଲୀ: ସ୍ଥଗିତ ରହିଲା ଅମରନାଥ ଯାତ୍ରା । ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ପାଇଁ ଅଟକିଲା ଅମରନାଥ ଯାତ୍ରା । ଭୂସ୍ଖଳନ ପରେ ରାସ୍ତାରେ ମାଟି ଓ ପାହାଡ ଧସିଥିବାରୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ପାଣିପାଗ ଭଲ ନଥିବାରୁ ଯାତ୍ରାକୁ ସ୍ଥଗିତ ରଖାଯାଇଛି । ଅଗଷ୍ଟ ୩ ତାରିଖ ଅର୍ଥାତ ଆସନ୍ତାକାଲି ଯାଏଁ ଏହି ଯାତ୍ରାକୁ ସ୍ଥଗିତ ରଖାଯାଇଛି । ଶୁକ୍ରବାର ଠାରୁ ଏହି ଯାତ୍ରାରେ ରୋକ ଲଗାଇଯାଇଛି ।ତେବେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ … Read more