ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ- ୬ଇ ୨୦୦୬ । ଦିଲ୍ଲୀରୁ ଲେହ ପାଇଁ ଉଡାଣ ଭରିଥିଲା ଏହି ବିମାନ । ତେବେ ଉଡାଣ ଭରିବାର କିଛି ସମୟ ମଧ୍ୟରେ ବିମାନରେ ଦେଖାଦେଇଥିଲା ଯାନ୍ତ୍ରିକ ତ୍ରୁଟି । ଯାହା…
Author: Subhasmita Das
ଅପରେସନ ସିନ୍ଧୁ ଜରିଆରେ ଇରାନରୁ ଦିଲ୍ଲୀ ଫେରିଲେ ୧୧୦ ଭାରତୀୟ
ଅପରେସନ ସିନ୍ଧୁ ଲୋକଙ୍କୁ ଘରକୁ ଫେରାଇ ଆଣୁଛି। ଘନଘନ ମିସାଇଲ୍ ମାଡ ଓ ଆକ୍ରମଣରେ ଇରାନ ଥରୁଥିବା ବେଳେ ଅପରେସନସିନ୍ଧୁ ଅଧୀନରେ ଇରାନରୁ ଉଦ୍ଧାର କରାଯାଇଥିବା ୧୧୦ ଜଣ ଭାରତୀୟ ଛାତ୍ର ଆର୍ମେନିଆର ୟେରେଭାନରୁ ଏକ ସ୍ୱତନ୍ତ୍ର ବିମାନରେ ସୁରକ୍ଷିତ ଭାବରେ…
୬୦ ଦିନ ମଧ୍ୟରେ ବିମାନବନ୍ଦରର ଆଖ ପାଖ ଘର ଭାଙ୍ଗିବେ ମାଲିକ |
ଏଥର କମିବ ବିମାନ ବନ୍ଦର ନିକଟରେ ରହିଥିବା ଘର ଓ ଗଛର ଉଚ୍ଚତା । ନୋଟିସ ପାଇବାର ୬୦ ଦିନରେ ଘର ଭାଙ୍ଗିବେ ମାଲିକ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି…
ପ୍ରଧାନମନ୍ତ୍ରୀ ମୋଦି କରିବେ ରୋଡ୍ ଶୋ
ରାଜ୍ୟରେ ବିଜେପି ସରକାରର ପ୍ରଥମ ବର୍ଷପୂର୍ତ୍ତି ପାଇଁ ଆସନ୍ତା ୨୦ତାରିଖରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଉଭୟ ସରକାରୀ ଓ ଦଳୀୟ ସ୍ତରରେ…
ଝାଡ଼ାବାନ୍ତି ନେଇ ଲୋକସେବା ଭବନରେ ବସିଛି କେନ୍ଦ୍ରୀୟ ଟିମର ବଡ଼ ବୈଠକ।
ରାଜ୍ୟ ସରକାରଙ୍କ ସହ କେନ୍ଦ୍ରୀୟ ଟିମ୍ର ବଡ଼ ବୈଠକ । ଗ୍ରାଉଣ୍ଡ ରିପୋର୍ଟ ନେଇ ବୈଠକରେ ଆଲୋଚନା ହୋଇଛି । ଆଗାମୀ ପଦକ୍ଷେପ ନେଇ ସରକାରଙ୍କୁ ପରାମର୍ଶ ଦେବେ ଏହି ଟିମ୍ର ସଦସ୍ୟ। ସେପଟେ ଦୂଷିତ ପାଣି ଯୋଗୁ ଡାଇରିଆ ବ୍ୟାପିଥିବା ନେଇ ରାଜ୍ୟ ସରକାରଙ୍କୁ…
ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା
ଗୋପାଳପୁରକୁ ବୟଫ୍ରେଣ୍ଡ ସହ ବୁଲିବାକୁ ଯାଇ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ । ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗତକାଲି ୭ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିଲା । ଆଜି…
ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି
ନୂଆଦିଲ୍ଲୀ: ୨୦୨୪ ଜୁନ ୯ରେ ତୃତୀୟଥର ପାଇଁ ଶପଥ ନେଇଥିଲେ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି । ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କ୍ରମାଗତ…
ଗରିବୀ କମୁଛି
ବିଶ୍ବବ୍ୟାଙ୍କ ରିପୋର୍ଟରେ ଭାରତରେ ଗରିବଙ୍କ ସ୍ଥିତି ନେଇ ବଡ଼ ଖୁଲାସାଦେଶରେ 34 କୋଟିରୁ ସାଢେ ୭ କୋଟିକୁ ଖସିଛି ଅତ୍ୟନ୍ତ ଗରିବଙ୍କ ସଂଖ୍ୟାମୋଦି ସରକାରଙ୍କ ଗରିବ କଲ୍ୟାଣ ଯୋଜନାରୁ ମିଲିଛି ସଫଳତା ମୋଦି ସରକାର ଶାସନକୁ ଆସିବା ପରେ ଗରିବ କଲ୍ୟାଣକୁ…
