ମୋବାଇଲ୍‌ ଲାଇଟ୍‌ରୁ ଜୀବନ :

ପୁରୀ ୦୭/୦୮: ମୋବାଇଲ୍‌ ଲାଇଟ୍‌ରେ ରୋଗୀ ଦେଖିଲେ ଡାକ୍ତର । ପୁରୀ ସଦର ମୁଖ୍ୟ ଚିକିତ୍ସାଳୟର କାଜୁଆଲିଟିରେ ଦେଖିବାକୁ ମିଳିଛି ଏଭଳି ଅବ୍ୟବସ୍ଥା । ବୁଧବାର ଅପରାହ୍ନ ପ୍ରାୟ ୫ଟା ୨୦ରେ ହଠାତ୍‌ ଲାଇନ୍‌ କଟି ଯାଇଥିଲା । ଏହାର କିଛି ବିକଳ୍ପ ନ ଥିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମୋବାଇଲ୍‌ ଟର୍ଚ୍ଚ ପକାଇଥିଲେ । ଏହି ଆଲୁଅରେ ଡାକ୍ତର ପ୍ରେସ୍‌କ୍ରିପ୍‌ସନ୍‌ ଲେଖିଥିଲେ । ପ୍ରାୟ ୫ ମିନିଟ୍‌ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଦେଖିବାକୁ ମିଳିଥିଲା … Read more

ମାଟି ତଳୁ ଜୀବନ :

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା, ମାଟି ତଳୁ ଜୀବନ ଖୋଜୁଛନ୍ତି ଉଦ୍ଧାରକାରୀ :ଉତ୍ତରକାଶୀ ଧରାଲିରେ ବାଦଲଫଟା ବର୍ଷା ପରେ ଉତ୍ତରକାଶୀର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇଛି । ଉତ୍ତରାଖଣ୍ଡର ଉତ୍ତରକାଶୀ ଧରାଲି ଗାଁରେ ମାଟି ତଳୁ ଜୀବନ ଖୋଜୁଛନ୍ତି ଉଦ୍ଧାରକାରୀ । ଯୁଆଡ଼େ ଚାହିଁଲେ କେବଳ ଧ୍ବଂସ ଚିତ୍ର । ପୋତି ହୋଇଯାଇଛି ବଡ଼ ବଡ଼ ବିଲ୍ଡିଂ । ଧୋଇ ଯାଇଛି ରାସ୍ତା, ଭୁଶୁଡ଼ି ପଡ଼ିଛି ପୋଲ । ମାଟି ପଙ୍କ ଆଉ ବଡ଼ ବଡ଼ ପଥର ଖଣ୍ଡ … Read more

ବଦଳିରେ ASI :,

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଛାତ୍ରୀ ଜୀବନ ହାରିବା ଘଟଣାରେ ଗ୍ରାମାଞ୍ଚଳ ଥାନା ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି କରାଯାଇଛି । ASIଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ କେନ୍ଦ୍ରାପଡ଼ା ଏସ୍‌ପି । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କଲେ ଏସ୍‌ପି । ଝିଅ ମୃତ୍ୟୁ ପାଇଁ ପୋଲିସର ଅବହେଳାକୁ ଦାୟୀ କରିଥିଲେ ପୀଡିତାଙ୍କ ବାପା । ଝିଅର ଅଭିଯୋଗ ASI ରଖିନଥିବା ଅଭିଯୋଗ କରିଥିଲେ।ସେପଟେ ଛାତ୍ରୀଙ୍କ କିପରି ହେଲା ମୃତ୍ୟୁ ?। ରହସ୍ୟ … Read more

ମାଟି ତଳୁ ଜୀବନ :ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା, ମାଟି ତ

ତଦନ୍ତ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇବା ସହ ଘଟଣାର ସତ୍ୟତା ସାମ୍ନାକୁ ଆଣିବାକୁ ଦାବି କରିଛି ଦଳ । ଗତ ଜୁଲାଇ ୧୯ତାରିଖରେ ବଳଙ୍ଗା ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବାବେଳେ ୨ତାରିଖରେ ଦିଲ୍ଲୀ ଏମସରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା ।ଆଜି ୬ଘଂଟା ପୁରୀ ବନ୍ଦ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ୬ଘଂଟିଆ ବନ୍ଦ ପାଳନ କରିବ ବିଜୁ ଜନତା ଦଳ । ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବନ୍ଦ ଡ଼ାକରା ଦେଇଛି ବିଜେଡି । … Read more

ପୁଣି ବଢ଼ିଲା ସୁନା ରେଟ,

୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ … Read more

ପୋଲିସ ନାରେ ସାଙ୍ଘାତିକ ଅଭିଯୋଗ:

ସାଲେପୁର : ଜଣଙ୍କ ନାଁରେ ୱାରେଣ୍ଟ । ବନ୍ଧା ହେଲେ ଆଉ ଜଣେ । ମାହାଙ୍ଗା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ । ସମାନ ନାଁ ପାଇଁ ନିର୍ଦ୍ଦୋଷକୁ ଜେଲ ପଠାଇ ଏବେ ବିବାଦରେ ମାହାଙ୍ଗା ପୋଲିସ l ପୋଲିସର ଏମିତି କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ଜେଲ ଯାଇଥିବା ବ୍ୟକ୍ତିଙ୍କ ପରିବାରଲୋକ । ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ମାହାଙ୍ଗା ଥାନା ଅଧୀନରେ ଥିବା କୁଣ୍ଡି ପଂଚାୟତର … Read more

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ :

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି । ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ରେଡ ଚାଲିଛି । ଚଢ଼ାଉରେ ୪ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଜଣ ଏଏସଆଇ ସାମିଲ ଅଛନ୍ତି । ଆୟବର୍ହିଭୂତ ସମ୍ପତ୍ତି … Read more

ମେସେଜ୍ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ :

କୁଆଡୁ ଆସିଲା ଏତେ ପଇସା :ବିହାର ରାଜ୍ୟର ଜାମୁଇ ଜିଲ୍ଲାର ଏକ କାହାଣୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଯେଉଁଥିରେ ଜଣେ ଶ୍ରମିକ ହଠାତ୍ ତାଙ୍କ ଆକାଉଣ୍ଟକୁ ସାଢ଼େ ଦଶ ବିଲିୟନ ଟଙ୍କା ଆସିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଯେତେବେଳେ ସେ ତାଙ୍କ ମୋବାଇଲରେ ଏତେ ଟଙ୍କାର ମେସେଜ୍ ଦେଖିଲେ, ସେ ଆଶ୍ଚର୍ଯ୍ୟ ହୋଇଗଲେ । ସେ ଟଙ୍କା ଗଣିବା ମଧ୍ୟ ଜାଣି ନଥିଲେ । ପ୍ରକୃତରେ, ଏହି ମେସେଜ୍ ଦେଖି କେହି ବୁଝିପାରିବେ ନାହିଁ ଯେ ୧ … Read more

ଖୁବ୍‌ଶ୍ରୀଘ ହେବ ମହାପ୍ରସାଦ ରେଟ୍‌ ଚାଟ୍‌ :

ପୁରୀ : ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆନନ୍ଦ ବଜାରରେ ଅନ୍ନ, ବ୍ୟଞ୍ଜନ ସହ ଶୁଖିଲି ମହାପ୍ରସାଦର ଦର ନିର୍ଦ୍ଧାରଣ ରେଟ୍‌ ଚାଟ୍‌ ଲାଗିବ । ମଙ୍ଗଳବାର ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଆନନ୍ଦ ବଜାର ଶୃଙ୍ଖଳା କମିଟି ବୈଠକ ପରେ ଏନେଇ ସୂଚନା ଦେଇଥିଲେ ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିଶୃଙ୍ଖଳା ବଢ଼ିଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ଜରୁରୀ ବୈଠକ ହୋଇଥିଲା।ଡଃ ପାଢ଼ୀ ଗଣମାଧ୍ୟମକୁ କହିଥିଲେ, ଆନନ୍ଦ ବଜାରରେ ମହାପ୍ରସାଦ ବିକ୍ରି … Read more

ସ୍ୱଧୀନତା ଦିବସ ପାଇଁ ବୌଠକ ପସ୍ତୁତି :

ଭୁବନେଶ୍ୱର: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ ।ସୋମବାର ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସୂଚନା ଓ ଲୋକସମ୍ପର୍କ ବିଭାଗ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । … Read more