ଝାରପଡ଼ା ଜେଲ୍‌ ଗଲେ ବିଜେଡି ନେତା ଅମରେଶ ଜେନା :

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମ ମାମଲାରେ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ ବିଜୁ ଜନତା ଦଳ (ବିଜେଡି)ରୁ କର୍ପେରେଟର ଅମରେଶ ଜେନା ଜେଲ୍‌ ଯାଇଛନ୍ତି। କୋର୍ଟରେ ଜାମିନ ନାମାଞ୍ଜୁର ପରେ ଅମରେଶ ଜେନାଙ୍କୁ ପୁଲିସ ଝାରପଡ଼ା ଜେଲ୍‌ ପଠାଇ ଦେଇଛି।ଅମରେଶ ଜେନାକୁ ପୁଲିସ ଆଜି ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରୁ ଗିରଫ କରିଥିଲା। ତାକୁ ସେଠାରୁ ଭୁବନେଶ୍ବର ଆଣିଥିଲା। କ୍ୟାପିଟାଲ ହସ୍‌ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମାଞ୍ଜୁର ପରେ ତାଙ୍କୁ ଜେଲ୍‌ … Read more

କାଇଁକି ଅଲୋଡ଼ା ଶିଶୁକନ୍ୟା ||

ଟିଟିଲାଗଡ଼: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୫ ବର୍ଷ ଅତିକ୍ରମ କରିସାରିଛି। ଆ‌ମରି ସଭ୍ୟତା ଅତ୍ୟାଧୁନିକ ଯୁଗରେ ପହଞ୍ଚିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିକାଶର ଗୁଣଗାନ କରୁଥିବା ବେଳେ ଶିଶୁକନ୍ୟା ଆମ ସମାଜରେ ଅଲୋଡ଼ା ହେଉଛି ଅଥବା ଟଙ୍କା ପାଇଁ ବିକ୍ରି ହେଉଛି। ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ ଅଞ୍ଚଳରେ ୨୦ ହଜାର ଟଙ୍କାରେ ଶିଶୁକନ୍ୟା ବିକ୍ରି ଅଭିଯୋଗ ଆସିଛି। ଶିଶୁକନ୍ୟାର ବିକ୍ରିର କାରଣ ହେଲା ଦାରିଦ୍ର୍ୟତା ବୋଲି କୁହାଯାଉଛି।ଟିଟିଲାଗଡ ବ୍ଲକ ଭାଲେଗାଁ ପଞ୍ଚାୟତ ବାଗଡେର ଗାଁର ନଲ … Read more

ଡାକ୍ତର ହେବ ତ’ ଏମିତି…

କୁମ୍ଭୀର ଭୟକୁ ଖାତିର ନକରି ବନ୍ୟାପାଣିରେ ପଶି ଗଲେ, ଗର୍ଭବତୀଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେବ୍ରାହ୍ମଣୀର ଦ୍ବିତୀୟ ବନ୍ୟାରେ ରାଜନଗର ବ୍ଲକ୍‌ ଅନ୍ତର୍ଗତ ୪ଟି ପଞ୍ଚାୟତର ୨୦ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାଜଳ ଘେରରେ ଥିବା ବିପନ୍ନଙ୍କ ନିକଟରେ ପ୍ରଶାସନ ପହଞ୍ଚି ପାରିନାହିଁ !ଡାକ୍ତର ହେବ ତ’ ଏମିତି…: କୁମ୍ଭୀର ଭୟକୁ ଖାତିର ନକରି ବନ୍ୟାପାଣିରେ ପଶି ଗଲେ, ଗର୍ଭବତୀଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେରାଜନଗର: ବ୍ରାହ୍ମଣୀର ଦ୍ବିତୀୟ ବନ୍ୟାରେ ରାଜନଗର ବ୍ଲକ୍‌ ଅନ୍ତର୍ଗତ ୪ଟି ପଞ୍ଚାୟତର … Read more

ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ବୀମା

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନବୀମା ଦେବେ ସରକାର । ଏନେଇ ଲୋକସେବା ଭବନରେ ଗରିମା କାର୍ଯ୍ୟକ୍ରମରେ ଘୋଷଣା କଲେ CM । ଭୁବନେଶ୍ୱର ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରରେ ସଫେଇ କର୍ମଚାରୀ ମାନଙ୍କ ପାଇଁ ଆୟୋଜିତ ଜାତୀୟ କର୍ମଶାଳାରେ … Read more

ବଢ଼ିଲା ସାମ୍ବାଦିକଙ୍କ ପେନ୍ସନ୍ ||

ବଢ଼ିଲା ସାମ୍ବାଦିକଙ୍କ ପେନ୍‌ସନ; ୬ରୁ ୧୫ ହଜାରକୁ ବୃଦ୍ଧି :ବିହାର ନିର୍ବାଚନ ପ୍ରସ୍ତୁତି ମଧ୍ୟରେ ସାମ୍ବାଦିକମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏବେ ବିହାରର ମାନ୍ୟତାପ୍ର‌ାପ୍ତ ସାମ୍ବାଦିକମାନଙ୍କ ପେନ୍‌ସନ୍‌ ରାଶି ବୃଦ୍ଧି କରାଯାଇଛି।ପାଟ୍‌ନା: ବିହାର ନିର୍ବାଚନ ପ୍ରସ୍ତୁତି ମଧ୍ୟରେ ସାମ୍ବାଦିକମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏବେ ବିହାରର ମାନ୍ୟତାପ୍ରାପ୍ତ ସାମ୍ବାଦିକମାନଙ୍କ ପେନ୍‌ସନ୍‌ ରାଶି ବୃଦ୍ଧି କରାଯାଇଛି। ସାମ୍ବାଦିକମାନେ ମାସିକ ୬ ହଜାର ବଦଳରେ ୧୫ … Read more

ବଢ଼ିଲା ସମୀର ସାହୁଙ୍କଜେଲ୍ ଅବଧି ||

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧିବାଲେଶ୍ବର: ବଢ଼ିଲା ସମୀର ସାହୁଙ୍କ ଜେଲ ଅବଧି । ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି । ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି କରାଯାଇଛି।ଗତକାଲି ଭିସିରେ ଏସଡିଜେଏମଙ୍କ ନିକଟରେ ହାଜର ହୋଇଥିଲେ ସମୀର ।ଜୀବନ ହରିବାକୁ ଉଦ୍ୟମ କରିଥିବା ଛାତ୍ରୀଙ୍କୁ ନିର୍ଯ୍ୟାତନା ଅଭିଯୋଗରେ … Read more

ମରିଗଲା ମାନବିକତା,ଦୁର୍ବୃତ୍ତ କଲେ ଏସିଡ ମାଡ଼ ||

ସତରେ ମରିଗଲା ମାନବିକତା,ମାନବିକତାର ର ସବୁ ସୀମା ଟପିଗଲେ । ବାଡ଼ି ଭିତରେ ଗାଈ ପଶିଯିବାରୁ ଏସିଡ ଫିଙ୍ଗିଲେ ଦୁର୍ବୃତ୍ତ । ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀ ନଗର ସ୍ଥିତ ମାରୁତି ବିହାରରୁ ଆସିଛି ଏଭଳି ଏକ ଅଭାବନୀୟ ଖବର । ସେହି ଅଞ୍ଚଳର ଏମ. ରାମ କ୍ରିଷ୍ଣାଙ୍କର ଏକ ଗାଈ ଫାର୍ମ ରହିଛି । ଗାଈ ଗୁଡ଼ିକ ଚରିବା ପାଇ ଦିନରେ ଏଣେତେଣେ ବୁଲୁଥିବା ବେଳେ ନିକଟରେ ଥିବା ଜଣେ ବ୍ୟକ୍ତିଙ୍କ ବାଡ଼ିରେ ପଶିଯାଇଥିଲେ … Read more

ବନ ବିଭାଗ ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌ ||

କୋରାପୁଟ : ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁର ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୬ ଜଣ ଡିଏସପି, ୫ ଜଣ ଇନିସ୍ପେକ୍ଟର, ୯ ଜଣ ଏଏସଆଇଙ୍କ ସହ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ଏହି ଚଢାଉରେ ବର୍ତ୍ତମାନ ସୁଦ୍ଧା ୩.୫ ଲକ୍ଷ ଟଙ୍କା ଜବତ ହୋଇଛି । … Read more

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର :

ଲାଗିଛି ଅକ୍ସିଜେନ ସପୋର୍ଟଦିଲ୍ଲୀ ଏମ୍ସରେ ହେଲା ବଳଙ୍ଗା ପୀଡିତାଙ୍କ ଅସ୍ତ୍ରୋପଚାର । ପୋଡିଥିବା ସ୍ଥାନରେ ହେଲା ସର୍ଜରୀ । ସ୍ବାସ୍ଥ୍ୟବସ୍ଥା ଗୁରୁତର । ଲାଗିଛି ଅକ୍ସିଜେନ ସପୋର୍ଟ । ଡାକ୍ତରୀ ଟିମ୍‌ ଅନୁଧ୍ୟାନ କରୁଛନ୍ତି । ଜାରି ହେଲା ବୁଲେଟିନ । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର, ଲାଗିଛି ଅକ୍ସିଜେନ ସପୋର୍ଟ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ଅସ୍ତ୍ରୋପଚାର ହୋଇଛି । ସ୍ୱତନ୍ତ୍ର ଡାକ୍ତରୀ ଦଳର ତତ୍ତ୍ୱବଧାନରେ ଶରୀରର ପୋଡ଼ି ଯାଇଥିବା ଅଂଶରେ ସର୍ଜରୀ କରାଯାଇଛି … Read more

ବିଶ୍ୱର ସବୁଠୁଁ ସଂରକ୍ଷିତ ଦେଶ ତାଲିକା !

ନ୍ୟୁମିଓ ସେପ୍ଟି ଇଣ୍ଡେକ୍ସ-୨୦୨୫ର ସବୁଠୁ ସୁରକ୍ଷିତ ଦେଶମାନଙ୍କର ତାଲିକା ଜାରି କରିଛି। ଏହି ତାଲିକାର ଶୀର୍ଷରେ ଅଛି ୟୁରୋପୀୟ ଦେଶ ଅଣ୍ଡୋରା । ଅର୍ଥାତ୍ ଚଳିତ ବର୍ଷ ଅଣ୍ଡୋରାକୁ ବିଶ୍ଵର ସବୁଠୁ ସୁରକ୍ଷିତ ଦେଶର ମାନ୍ୟତା ମିଳିଛି । ଅଣ୍ଡୋରା ଫ୍ରାନ୍ସ ଓ ସ୍ପେନ୍ ମଧ୍ୟରେ ପାଇରେନିଜ୍ ପର୍ବତମାଳାରେ ସ୍ଥିତି ଏକ ଛୋଟ ଦେଶ ! ତାଲିକାରେ 5 ଦେଶରେ 3 ଆରବ ଦେଶ ରହିଛି। ଖାସ୍ କଥା ହେଉଛି ଭାରତକୁ ଆମେରିକା ଓ ବ୍ରିଟେନ ଭଳି … Read more