ଡେରିରେ ଆସିଲା ଆମ୍ବୁଲାନ୍ସ, ଚାଲିଗଲା ପ୍ରାଣ ||

ଦରକାର ସମୟରେ କାହିଁକି କାମରେ ଆସୁନି ୧୦୮ ଆମ୍ବୁଲାନ୍ସ ?ଫୋନ୍ ଯିବାର୍ ତିନି ଘଣ୍ଟା ପରେ ପହଞ୍ଚିଥିଲା ଆମ୍ବୁଲାନ୍ସବାଟରେ ଆମ୍ବୁଲାନ୍ସ ଖରାପ ଯୋଗୁଁ ଗଲା ଜୀବନ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବେଶ…ପୁଅକୁ ଖୋଜୁଛି ମାଆ… ଏଭଳି ଏକ ହୃଦୟବିଦାରକ ଘଟଣା…

BMC କର୍ମଚାରୀଙ୍କ ପାଇଁ ବଢ଼ିଲା ସୁରକ୍ଷାର ଦାଇତ୍ୱ ।

BMC କର୍ମଚାରୀଙ୍କ ପାଇଁ ବଢ଼ିଲା ସୁରକ୍ଷାର ଦାଇତ୍ୱ | ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାକୁ ନେଇ ସୁଲୋଚନା ଦାସ, BMC ମେୟର କହିଥିଲେ ଯେ BMC ଅଫିସରେ ବହୁତ ଦିନ ଆଗରୁ CCTV କାମ କରୁନି…

ପୁରୀ କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା

ମୁଖ୍ୟମନ୍ତ୍ରୀ କହିଲେ ପୁରୀ ସହର ହେବ ମହାନଗର ନିଗମ । ଭୁବନେଶ୍ୱରର ଲୋକସେବା ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡ଼ା ଯାତ୍ରା ପାଇଁ…

ଦାବି ପୁରଣ ହୋଇଥିବାରୁ OAS ସଂଘ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ

ଆଜିଠୁ କାର୍ଯ୍ୟରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ଗତକାଲି ରାତିରୁ ହିଁ ସଂଘ କାର୍ଯ୍ୟରେ ଯୋଗ ଦେଇଥିବା ଘୋଷଣା କରିଛି ଓଏଏସ୍ ସଂଘ। ଆଜିଠୁ ପୂର୍ବ ଭଳି ରାଜ୍ୟର ସମସ୍ତ ସଂଘର କର୍ମଚାରୀ କାର୍ଯ୍ୟରେ ଯୋଗ ଦେବେ ବୋଲି ଓଏଏସ୍…

ଏବେ ଝାଡ଼ପଡା ଜେଲ ରେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାକୁ ନେଇ ଏବେ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଥିଲା । ଗତକାଲି ରାତିରେ ସେ ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ, ଯାହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ…

ବିଜେପି କରୁଛି ପ୍ରତିଶ୍ରୁତି ପାଳନ ; ୪ ମାସରେ ମିଳିବ ଚିଟଫଣ୍ଡ୍ ଟଙ୍କା

ଖୁବଶୀଘ୍ର ମିଳିବାକୁ ଯାଉଛି ଚିଟଫଣ୍ଡ ଟଙ୍କା |ଆପଣମାନେ ଫେରି ପାଇବେ ଜମାକାରୀ ଟଙ୍କା । ଆସନ୍ତା ୪ ମାସ ମଧ୍ୟରେ ମିଳିବ ଚିଟଫଣ୍ଡ ଟଙ୍କା , ଆଉ ୫ ଲକ୍ଷ ରୁ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ…

ବାହୁଡ଼ା ଯାତ୍ରା ପାଈଁ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ଆୟୋଜନ ହୋଇଛି ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି । ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି। ସବୁ ଦିଗକୁ ତର୍ଜମା କରାଯାଇଛି। ପୁଲିସ ବ୍ୟବସ୍ଥାଠୁ ନେଇ ପ୍ରଶାସନିକ ବ୍ୟବସ୍ଥା ପର୍ଯ୍ୟନ୍ତ…

ସୁରକ୍ଷା କବଚ ହେନ୍ତାଳ ବନ

ଓଡିଶାର ଉପକୂଳ ଅଞ୍ଚଳ ଅନେକ ପ୍ରାକୃତିକ ବିପର୍ଯ୍ୟୟର ସାମନା ପ୍ରତିବର୍ଷ କରିଥାଏ l ଏହା ଆପଣମାନେ ପ୍ରାୟତଃ ସମସ୍ତେ ଜାଣିଥିବେ l ସ୍ରାମୁଦିକ ଝଡ ବନ୍ୟା ଏବଂ ମୃତ୍ତିକା ଅବକ୍ଷୟରେ ନିୟମିତ ଅଭିଜ୍ଞତା ଏହି ବିପଦଠାରୁ ରକ୍ଷାପାଇଁ ଯେଉଁ ପ୍ରାକୃତିକ ଧନ…

କେନ୍ଦ୍ରାପଡା ରେ ସତେ ଯେମିତି ରାଗି ଅବୁଝା ହେଲେ ପ୍ରଭୁ ବଳଦେବଜୀଉ

ଶ୍ରୀକ୍ଷେତ୍ର ରେ ମାନିଗଲେ ଠାକୁର କିନ୍ତୁ କେନ୍ଦ୍ରାପଡ଼ା ରେ ବେଶି କୋପ କଲେ ପ୍ରଭୁ ବଳଦେବଜୀଉ ! ହଁ ଆଜ୍ଞା କେନ୍ଦ୍ରାପଡ଼ା ଜିଲ୍ଲାର ବଳଦିଜୀଉ ମନ୍ଦିର ର ରଥଯାତ୍ରା ଏବେ ଅଞ୍ଜଳିକ ମାନ୍ୟତା ଅନୁଯାୟୀ ନୁହେଁ, ବରଂ ଦେବତାଙ୍କ ରାଗ ଓ…

ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ବସେଇଲେ ଜରୁରୀକାଳୀନ ବୈଠକ

(ବିଏମ୍‌ସି) କାର୍ଯ୍ୟାଳୟରେ ସୋମବାର ରେ ଘଟିଥିବା ଘଟଣାକୁ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ ।  ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ସହ ଅଧିକାରୀମାନେ ସମୂହ ଛୁଟିରେ ଯାଇଛନ୍ତି । ଫଳରେ ରାଜ୍ୟରେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି…

You cannot copy content of this page