ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା
ଗୋପାଳପୁରକୁ ବୟଫ୍ରେଣ୍ଡ ସହ ବୁଲିବାକୁ ଯାଇ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ । ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗତକାଲି ୭ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିଲା । ଆଜି ୩ ଜଣଙ୍କୁ ଧରିଲା ଗୋପାଳପୁର ପୋଲିସ । ଅଭିଯୁକ୍ତମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିବାବେଳେ ପୋଲିସ ସେମାନଙ୍କୁ କାବୁ କରିଛି । ଆଜି ଘଟଣାସ୍ଥଳକୁ ଯାଇ ଛାନ୍ଭିନ୍ କରିବ ପୋଲିସ । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ … Read more