ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ :
୩୦ ପ୍ଲାଟୁନ୍ ପୁଲିସ୍ ମୁତୟନ, ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା By – SUBHASMITA ସେପ୍ଟେମ୍ବର 17 2025 ଭୁବନେଶ୍ୱର : ଆସନ୍ତାକାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଅଧିବେଶନକୁ ସୁଚାରୁ ଭାବେ ପରିଚାଳନା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୁଲିସ୍ ଡିଜି ସ୍ୱୟଂ ସୁରକ୍ଷା ପ୍ରସ୍ତୁତିର ଯାଞ୍ଚ କରିଛନ୍ତି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ୍କୁ ମୁତୟନ କରାଯାଇଛି । ସହିତେ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, … Read more