ଚର୍ଚ୍ଚା ଜୋର୍ ଧରିଲା:
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ରାଜ୍ୟ ମାନ୍ୟତା ଫେରି ପାଇବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରବିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଛକୁ ପଛ ଭେଟିବା ପରେ ସୋସିଆଲ ମିଡିଆରେ ଏ ନେଇ ଚର୍ଚ୍ଚା ଜୋର୍ ଧରିଛି। ପୃଥକ୍ ଭାବେ ଶାହ ମଧ୍ୟ ଆଜି ଜମ୍ମୁ କାଶ୍ମୀରର କିଛି ବରିଷ୍ଠ ନେତା ସହ ଏକ ବୈଠକ କରିଛନ୍ତି। ମିଳିଥିବା ସୂଚନାନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମଙ୍ଗଳବାର ଏନ୍ଡିଏ ସାଂସଦମାନଙ୍କର ଏକ ବୈଠକ … Read more