ବିଜେଡିକୁ ପାଣି ମାଡ ||

ଫୁଣି ଆରମ୍ଭ ହେଲା ପାଣିମାଡ଼ :ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଆକ୍ସନମୋଡରେ ବିଜେଡ଼ି । ଲୋକସେବା ଭବନ ଘେରାଉ କରୁଥିବା ବେଳେ ବିଜେଡ଼ି କର୍ମୀଙ୍କ ଉପରେ ପାଣିମାଡ଼ବିରୋଧୀ ବିଜେଡି ଆଜି ଏହି ପ୍ରସଙ୍ଗରେ ବାଲେଶ୍ୱର ବନ୍ଦ ଡାକରା ଦେବା ସହ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । … Read more

ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନୋବେଲ ମୋହ

ଆମେରିକା ରାଷ୍ଟ୍ରପତି ବିଭିନ୍ନ ଦେଶରେ ଯୁଦ୍ଧ ବନ୍ଦ ପାଇଁ ପ୍ରୟାସ କରୁଥିବା ଦାବି । ଏଥିପାଇଁ ଭାରତ-ପାକ୍ ଅସ୍ତ୍ରବିରତିର ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି ଟ୍ରମ୍ପ । ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିଥିବା ଦାବି କରିଛନ୍ତି । ଏଥର ସେ କହିଛନ୍ତି ଯେ ମୁଁ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିଦେଇଛି, କିନ୍ତୁ ମୁଁ ନୋବେଲ ଶାନ୍ତି ପୁରସ୍କାର ପାଇବି ନାହିଁ । ଟ୍ରମ୍ପ ଶୁକ୍ରବାର କହିଛନ୍ତି ଯେ ସେ ଯେତେ ଅନ୍ତର୍ଜାତୀୟ ବିବାଦର … Read more