ନଭେମ୍ବର 2025 ରେ ବଜାର ଘାଣ୍ଟୁଛି OnePlus, Realme, iQOO ଭଳି ବଡ଼ ବ୍ରାଣ୍ଡର ନୂଆ ସ୍ମାର୍ଟଫୋନ ଆସୁଛି :
By -SUBHASMITA 31 oct 2025 ଭୁବନେଶ୍ୱର : ନଭେମ୍ବର ମାସ ଟେକ୍ ଲଭରମାନଙ୍କ ପାଇଁ ଏକ ବଡ଼ ଉପହାର ନେଇ ଆସିଛି। OnePlus, Realme, iQOO, OPPO, Motorola ଓ Lava ଭଳି ଶୀର୍ଷ ସ୍ମାର୍ଟଫୋନ ବ୍ରାଣ୍ଡଗୁଡ଼ିକ ଏହି ମାସରେ ନୂଆ ମଡେଲ ଲଞ୍ଚ କରିବାକୁ ଯାଉଛନ୍ତି। କିଛି flagship ଫୋନ ଥିଲେ, କିଛି budget segment ମଧ୍ୟରେ ଭଲ features ସହିତ ଆସୁଛି। ନଭେମ୍ବରରେ ଲଞ୍ଚ ହେବାକୁ ଥିବା ସ୍ମାର୍ଟଫୋନ ତାଲିକା ନିମ୍ନପରି — … Read more