ପରଲୋକ ରେ ପୂର୍ବତନ ଉପବାଚସ୍ପତି :

ଭୁବନେଶ୍ୱର : ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି । ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ । ୧୯୮୦, ୧୯୮୫ ଏବଂ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୩ ଥର ଖଣ୍ଡପଡ଼ା … Read more

ମାଟି ତଳୁ ଜୀବନ :

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା, ମାଟି ତଳୁ ଜୀବନ ଖୋଜୁଛନ୍ତି ଉଦ୍ଧାରକାରୀ :ଉତ୍ତରକାଶୀ ଧରାଲିରେ ବାଦଲଫଟା ବର୍ଷା ପରେ ଉତ୍ତରକାଶୀର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇଛି । ଉତ୍ତରାଖଣ୍ଡର ଉତ୍ତରକାଶୀ ଧରାଲି ଗାଁରେ ମାଟି ତଳୁ ଜୀବନ ଖୋଜୁଛନ୍ତି ଉଦ୍ଧାରକାରୀ । ଯୁଆଡ଼େ ଚାହିଁଲେ କେବଳ ଧ୍ବଂସ ଚିତ୍ର । ପୋତି ହୋଇଯାଇଛି ବଡ଼ ବଡ଼ ବିଲ୍ଡିଂ । ଧୋଇ ଯାଇଛି ରାସ୍ତା, ଭୁଶୁଡ଼ି ପଡ଼ିଛି ପୋଲ । ମାଟି ପଙ୍କ ଆଉ ବଡ଼ ବଡ଼ ପଥର ଖଣ୍ଡ … Read more

ପୁଣି ବଢ଼ିଲା ସୁନା ରେଟ,

୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ … Read more

ମେସେଜ୍ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ :

କୁଆଡୁ ଆସିଲା ଏତେ ପଇସା :ବିହାର ରାଜ୍ୟର ଜାମୁଇ ଜିଲ୍ଲାର ଏକ କାହାଣୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଯେଉଁଥିରେ ଜଣେ ଶ୍ରମିକ ହଠାତ୍ ତାଙ୍କ ଆକାଉଣ୍ଟକୁ ସାଢ଼େ ଦଶ ବିଲିୟନ ଟଙ୍କା ଆସିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଯେତେବେଳେ ସେ ତାଙ୍କ ମୋବାଇଲରେ ଏତେ ଟଙ୍କାର ମେସେଜ୍ ଦେଖିଲେ, ସେ ଆଶ୍ଚର୍ଯ୍ୟ ହୋଇଗଲେ । ସେ ଟଙ୍କା ଗଣିବା ମଧ୍ୟ ଜାଣି ନଥିଲେ । ପ୍ରକୃତରେ, ଏହି ମେସେଜ୍ ଦେଖି କେହି ବୁଝିପାରିବେ ନାହିଁ ଯେ ୧ … Read more

ଭାଙ୍ଗିଲେ ରେକର୍ଡ ଅମିତ ଶାହ:

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦେଶର ସବୁଠାରୁ ଦୀର୍ଘ ସମୟ ଧରି ଏହି ପଦବୀରେ ରହିବାର ନୂଆ ରେକର୍ଡ ସ୍ଥାପନ କରିଛନ୍ତି । ସେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ରେକର୍ଡକୁ ଅତିକ୍ରମ କରିଛନ୍ତି ।ଅଗଷ୍ଟ ୪, ୨୦୨୫ ସୁଦ୍ଧା ଅମିତ ଶାହ ଗୃହମନ୍ତ୍ରୀ ଭାବରେ ୨,୨୫୮ ଦିନ କାର୍ଯ୍ୟକାଳ ପୂରଣ କରିଛନ୍ତି । ଏହା ପୂର୍ବରୁ ଲାଲକୃଷ୍ଣ ଆଡଭାନୀ ୧୯ ମାର୍ଚ୍ଚ, ୧୯୯୮ରୁ ୨୨ ମେ’, ୨୦୦୪ ପର୍ଯ୍ୟନ୍ତ ମୋଟ ୨,୨୫୬ … Read more

ବାଦଲଫଟା ବର୍ଷା ଯେଗୁଁ ଆସିଲା ଭୟଙ୍କର ବନ୍ୟା :

ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ କ୍ଷୀର ଗଙ୍ଗା ନଦୀ ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ଏକ ବଡ଼ ଧରଣର ବନ୍ୟା ସମଗ୍ର ଅଞ୍ଚଳରେ ତାଣ୍ଡବ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଧରାଲି ବଜାରକୁ ବହୁ କ୍ଷତି ପହଞ୍ଚାଇଛି। ପ୍ରଖର ବେଗରେ ବହୁଥିବା ଜଳ ସ୍ରୋତରେ ଦୋକାନ, ଯାନବାହାନ ଏବଂ କୋଠା ପାଣିରେ ଭାସି ଯାଇଛି।ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ବନ୍ୟାର ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ, ଲୋକମାନେ କିଛି ବୁଝିବା ପୂର୍ବରୁ ବିନାଶ … Read more

ଏକାଧିକ ସେନା ଯବାନ ନିଖୋଜ :

ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାର ଧରାଲୀ ଗାଁ ନିକଟ ଖୀର ଗଙ୍ଗା ନଦୀର ଉପର ଅଞ୍ଚଳରେ ମଙ୍ଗଳବାର ହୋଇଥିବା ଭୟଙ୍କର ବାଦଲ ଫଟା ବ୍ରଷା ଯୋଗୁଁ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ଘଟଣାରେ ହର୍ଷିଲ ନିକଟସ୍ଥ ଏକ ସେନା ଶିବିରରୁ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଥିବା ଜଣାପଡ଼ିଛି। ତେବେ ନିଜ ସୈନିକମାନେ ନିଖୋଜ ଥାଇ ମଧ୍ୟ ଭାରତୀୟ ସେନା ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ସକ୍ରିୟ … Read more

ଔଷଧ ଆମଦାନୀ ଉପରେ ୨୫୦% ଶୁଳ୍କ ବସାଇବେ ଟ୍ରମ୍ପ :

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ବା ଫାର୍ମାସୁଟିକାଲ୍ସ ଆମଦାନୀ ଉପରେ ୨୫୦ ପ୍ରତିଶତ ଶୁଳକ ବସାଇବାକୁ ଘୋଷଣା କରିଛନ୍ତି । ସେହିପରି ବିଦେଶୀ ସେମିକଣ୍ଡକ୍ଟର୍ସ ଉପରେ ବି ସେ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି ।ଯଦି ଆମେରିକା ଦେଶ ଭାରତୀୟ ଔଷଧ ଆମଦାନୀ ଉପରେ ୨୫୦% ଶୁଳ୍କ ଲାଗୁ କରେ, ତେବେ ଭାରତ ଉପରେ ଏହାର ଗୁରୁତର ପ୍ରଭାବ ପଡିପାରେ। ଭାରତ ଆମେରିକାକୁ ବର୍ଷକୁ ଅନେକ ବିଲିୟନ୍ ଡଲାର ମୂଲ୍ୟର ଔଷଧ ରପ୍ତାନି … Read more

ଚିର ନିଦ୍ରା ରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍ :

ନୂଆଦିଲ୍ଲୀ: ପରଲୋକରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଆଜି ଦିନ ପ୍ରାୟ ୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଥିବା ସାମ୍ନାକୁ ଆସିଛି।ସୂଚନା ମୁତାବକ, ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ … Read more

ଚର୍ଚ୍ଚା ଜୋର୍‌ ଧରିଲା:

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ରାଜ୍ୟ ମାନ୍ୟତା ଫେରି ପାଇବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରବିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଛକୁ ପଛ ଭେଟିବା ପରେ ସୋସିଆଲ ମିଡିଆରେ ଏ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପୃଥକ୍‌ ଭାବେ ଶାହ ମଧ୍ୟ ଆଜି ଜମ୍ମୁ କାଶ୍ମୀରର କିଛି ବରିଷ୍ଠ ନେତା ସହ ଏକ ବୈଠକ କରିଛନ୍ତି। ମିଳିଥିବା ସୂଚନାନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମଙ୍ଗଳବାର ଏନ୍‌ଡିଏ ସାଂସଦମାନଙ୍କର ଏକ ବୈଠକ … Read more