socialtalknews

Talk Always Truth

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ: ୨୦୨୪ ଜୁନ ୯ରେ ତୃତୀୟଥର ପାଇଁ ଶପଥ ନେଇଥିଲେ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି । ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କ୍ରମାଗତ ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବକଲ୍ୟାଣର ସୁଫଳ ଲୋକଙ୍କୁ ମିଳୁଛି । ଗତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବ ବଳରେ କ୍ରମାଗତ ତୃତୀୟଥର ପାଇଁ ବିଜେପି କ୍ଷମତାକୁ ଆସିଥିଲା । ଏହାପରେ ଜୁନ ୯ରେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟଥର ପାଇଁ ଶପଥ ନେଇଥିଲେ ନରେନ୍ଦ୍ର ମୋଦି । ୨୦୪୭ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ଦେଶରୁ ଗରିବୀ ହ୍ରାସ ପାଇଛି । ପିଏମ୍ ଆବାସ ଯୋଜନା, ପିଏମ୍ ଉଜ୍ଜ୍‌ଳା ଯୋଜନା, ଜନ ଧନ ଯୋଜନା, ଆୟୁଷ୍ମାନ ଯୋଜନା ଦ୍ବାରା ଅନେକ ଲୋକ ଉପକୃତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ଗରିବ କଲ୍ୟାଣ ଅନ୍ନ ଯୋଜନା, ମୁଦ୍ରା ଯୋଜନା, ଡିଜିଟାଲ ଇଣ୍ଡିଆ ଭଳି ବିଭିନ୍ନ ଯୋଜନା ଯୋଗୁଁ ଲୋକଙ୍କୁ ମିଳିଛି ଆର୍ଥିକ ସୁରକ୍ଷା। ଏଥିସହ ସାମାଜିକ ନ୍ୟାୟର ଏକ ନୂଆ ପର୍ବ ଆରମ୍ଭ ହୋଇଛି । ଆତ୍ମନିର୍ଭର, ସଶକ୍ତ ଭାରତ ଏବେ ସାରା ବିଶ୍ବ ପାଇଁ ଉଦାହରଣ ପାଲଟିଛି । ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବ କଲ୍ୟାଣର ସୁଫଳ ମିଳୁଛି । ଭିଜନ ୨୦୪୭କୁ ନେଇ କାମ କରୁଛନ୍ତି ସରକାର ।

ସୁଲତା ଦେଓ ଙ୍କ ପାଇଁ ଆତଙ୍କବାଦୀ ବଡ ମୃତ ପରିବାର ନୁହଁ ?

ପହଲଗାମ୍ ଆତଙ୍କୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କୁ ବିଜେଡି ସାଂସଦ ସୁଲତା ଦେଓଙ୍କ ଉପହାସ । ଧର୍ମ ପଚାରି ଆତଙ୍କବାଦୀ ଗୁଳି ମାରିଥିବା ମୃତକଙ୍କ ପରିବାର କହୁଥିବାବେଳେ ସୁଲତା ଦେଓ କହିଛନ୍ତି ଏହା କେବଳ ମନଗଢା କାହାଣୀ । ସେ ଆହୁରି କହିଛନ୍ତି- କୌଣସି ଆତଙ୍କବାଦୀ କେବେ ଧର୍ମ ଜାତି ସହ ବନ୍ଧା ନୁହେଁ ।…. ଜମ୍ମୁ- କାଶ୍ମୀର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣଙ୍କୁ ହରାଇଛନ୍ତି ତାଙ୍କ ପ୍ରିୟଜନ ।……. ଏଭଳି ଏକ ସମ୍ବେଦନଶୀଳକ ଘଟଣାରେ … Read more

The term “lifestyle” refers to the typical way of life of an individual

The term “lifestyle” refers to the typical way of life of an individual, group, or culture. It encompasses a combination of tangible factors related to demographics (like age, income, and location) and intangible factors concerning psychological aspects (such as values, preferences, and outlooks). A person’s lifestyle is reflected in their patterns of behavior, consumption, work, … Read more