ତଥ୍ୟ ମାଗିଲେ ସରକାର :ବିଦା ହେବେ କି ଅପାରଗ ?
ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର । କେଉଁ ବିଭାଗରେ କେତେ ଅପାରଗ ବାବୁ ଅଛନ୍ତି, ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ଏହାର ଟିକନିକ ତଥ୍ୟ ମାଗିଛନ୍ତି ରାଜ୍ୟ ସରକାର । ଏହାକୁ ନେଇ ସବୁ ବିଭାଗକୁ ରିପୋର୍ଟ ଦେବାକୁ କହିଛନ୍ତି, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । କେମିତି ଚାଲିଛି କାମ, ବୈଠକରେ ହୋଇଥିବା ନିଷ୍ପତ୍ତିକୁ ସଠିକ୍ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ, ଏନେଇ ସଚିବଙ୍କୁ ତଥ୍ୟ ମାଗିଲେ … Read more