ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ :
ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ସହ ଜଡିତ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ଫସିଛନ୍ତି ବିଏମସି ଅଧିକାରୀ। ଭୁବନେଶ୍ବର ମହାନଗର ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ରେଡ୍ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଗନ୍ନାଥ ପଟ୍ଟନାୟକଙ୍କ ସହିତ ୪ଟି ସ୍ଥାନରେ ଚଢାଉ କରାଯାଇଛି। BMC ଅଫିସ୍ ସମେତ ଭୁବନେଶ୍ୱର ବଡ଼ଗଡ଼ ଘରେ ଚଢାଉ … Read more