socialtalknews

ଏୟାର ଇଣ୍ଡିଆ ଉପରେ DGCA ର କଡ଼ା କାର୍ଯ୍ୟାନୁଷ୍ଠାନ

ଅହମଦାବାଦ ବିମାନ ଦୁର୍ଘଟଣା ପରେ ଏବେ ଆକ୍ସନ ମୁଡ୍‌ରେ DGCA । ଏୟାର ଇଣ୍ଡିଆ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । କଠୋର ଆଭିମୁଖ୍ୟ ସ୍ୱରୁପ କ୍ରୁ ସିଡଲ୍ୟୁିଂ ବିଭାଗର ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ତୁରନ୍ତ ବହିଷ୍କାର କରିବାକୁ ନିର୍ଦ୍ଦେଶ ଦେଇଛି ।  ବିମାନ ସୁରକ୍ଷା ପ୍ରୋଟକଲର ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମାନେ ହେଲେ ମଧ୍ୟରେ ଚୁରା ସିଂହ (ଡିଭିଜନାଲ ଭାଇସ୍ ପ୍ରେସିଡେଣ୍ଟ), … Read more

ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି ଦେଖିବାକୁ ମିଳିଛି । ଯାନ୍ତ୍ରିକ ତ୍ରୁଟି ପାଇଁ କୋଲକାତାରେ ଜରୁରୀ ଅବତରଣ କଲା ଆମେରିକାରୁ ଆସିଥିବା ବିମାନ । ଆମେରିକା କାର୍ଲିଫର୍ଣ୍ଣିଆର ସାନ୍-ଫ୍ରାନ୍ସିକୋରୁ ମୁମ୍ବାଇ ଯାଉଥିବା ଏହି ବିମାନ କୋଲକାତା ବିମାନବନ୍ଦରରେ ଅବତରଣ କରିଛି ହେଲେ ଏମିତି ବାରମ୍ବାର କାହିଁକି ଘଟୁଛି ତାକୁ ନେଇ ଯାତ୍ରୀଙ୍କ ମନ ରେ ଏତେ ଅସନ୍ତୋଷ ଦେଖା ଯାଉଛି… ତେବେ ବିମାନର ଇଞ୍ଜିନର ଯାନ୍ତ୍ରିକ ଅସୁବିଧା ଯୋଗୁ ବିମାନକୁ ଜରୁରୀ ଅବତରଣ କରିବାକୁ ପଡିଲା … Read more