ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ବସେଇଲେ ଜରୁରୀକାଳୀନ ବୈଠକ
(ବିଏମ୍ସି) କାର୍ଯ୍ୟାଳୟରେ ସୋମବାର ରେ ଘଟିଥିବା ଘଟଣାକୁ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ । ଓଏଏସ୍ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ସହ ଅଧିକାରୀମାନେ ସମୂହ ଛୁଟିରେ ଯାଇଛନ୍ତି । ଫଳରେ ରାଜ୍ୟରେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଅନିର୍ଦ୍ଦିଷ୍ଟ କାଳ ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିବାରୁ ଲୋକମାନେ କାର୍ଯ୍ୟ ନକରିପାରି ନିରାଶ ହୋଇ ଫେରୁଛନ୍ତି । ଏହାକୁ ନେଇ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜରୁରୀକାଳୀନ … Read more