କାହିଁକି ରାଗିଗଲେ ମୁଖ୍ୟମନ୍ତ୍ରୀ :

ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ । ଆତ୍ମହତ୍ୟା ପରି କଥା ପାଟିରେ ନଧରିବାକୁ ତାଗିଦ୍ କଲେ । କିଛି ଏଭଳି ଦୃଶ୍ୟ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ । ଅଭିଯୋଗ ପ୍ରକୋଷ୍ଠରେ ନିଜ ଦୁଃଖ ଶୁଣାଇବାକୁ ପହଞ୍ଚିଥିଲେ ପୂର୍ତ୍ତ ବିଭାଗରେ ୪୦ ବର୍ଷ ଧରି ପିଅନ କାମ କରୁଥିବା ଜଗବନ୍ଧୁ । ହାତ ଟେକା ଦରମାରେ ବର୍ଷ ବର୍ଷ ଧରି କାମ କରିଆସୁଛନ୍ତି । ହେଲେ ଏପର୍ଯ୍ୟନ୍ତ ସ୍ଥାୟୀ ଚାକିରି ହୋଇପାରିଲା ନାହିଁ । ଆଜି … Read more

ଏଥର ଜଗିବ Ai ||

ସଚିବସ୍ତରୀୟ ବୈଠକ;୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ : ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ । ବୈଠକରେ ୧୦ଟି ଦିଗ ଉପରେ ଫୋକସ ଦିଆଯାଇଛି। ୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା … Read more

୫ ସାମ୍ବାଦିକ ମୃତ :

ସାମ୍ବାଦିକ ନୁହେଁ ବରଂ ଆତଙ୍କୀ ବୋଲି କହିଛି ଇଦଫା : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଲଗାତାର ଯୁଦ୍ଧ ଲାଗି ରହିଛି । ଏହି ଇସ୍ରାଏଲ ଏବଂ ହମାସ ଆକ୍ରମଣରେ ୫ଜଣ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି । ଅଲ-ଶିଫା ହସ୍ପିଟାଲ ନିକଟରେ ପ୍ରେସ୍ ପାଇଁ ହୋଇଥିବା ଏକ ତମ୍ବୁକୁ ଟାର୍ଗେଟ୍ କରି ଇସ୍ରାଏଲ ଆକ୍ରମଣ କରିଥିଲା ।ସୂଚନାନୁଯାୟୀ, ରବିବାର ବିଳମ୍ବିତ ରାତିରେ ଗାଜାର ଅଲ୍-ଶଫା ହସ୍ପିଟାଲର ମୁଖ୍ୟ ଗେଟ୍ ବାହାରେ ଥିବା ତମ୍ବୁ ଉପରେ ଇସ୍ରାଏଲ ଆକ୍ରମଣ … Read more

ବିଜେଡିର ୧୨ ଘଣ୍ଟିଆ ହରତାଳ ||

ଭୁବନେଶ୍ୱର : ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀର ମୃତ୍ୟୁକୁ ତୀବ୍ର ନିନ୍ଦା କରୁଛି ବିଜୁ ଜନତା ଦଳ । ଏହି ସରକାର ଓଡ଼ିଶାରେ ନାରୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ପ୍ରତିଦିନ ନାରୀ ନିର୍ଯାତନା ଘଟଣା ଉଦବେଗଜନକ ଭାବେ ବୃଦ୍ଧି ପାଉଛି ।ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରୁଛି ବିଜେଡି । ଏହା ସହିତ ରାଇଘର ନର୍ସିଂ ପୀଡ଼ିତାକୁ ୧ କୋଟି ଟଙ୍କା … Read more

280 କୋଟିରେ ନିର୍ମିତ ୬୫୦ ଶଯ୍ୟା ଚିକିତ୍ସାଳ ||ବିକାଶ ଧାରାରେ କୋରାପୁଟ

କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍‌ଘାଟନ କରିଛନ୍ତି। ୬ ଲେନ୍‌ ବିଶିଷ୍ଟ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ୍‌ କରିଡର୍‌ ଶୀଘ୍ର ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। କୋରାପୁଟ ବଡ଼ଡାକ୍ତରଖାନାରେ ଖାଲି ପଡ଼ିଥିବା ସମସ୍ତ ପଦବି ପୂରଣ ହେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟବାସୀଙ୍କୁ ଆଉ ଦୂରକୁ ଯିବାକୁ ପଡ଼ିବ … Read more

ପେଟ୍ରୋଲ ରେ ଜଳିଲେ ଆଉ ଏକ ନାବାଳିକା :

ଆତ୍ମହତ୍ୟା ଉଦ୍ୟମ , : କାରଣ ଅସ୍ପଷ୍ଟବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି।ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା … Read more

ପୁଣି ଥର ମୁହାଁମୁହିଁ ହେବେ ଭାରତ ପାକିସ୍ତାନ ||

ଆଜିଠୁ ଦୁଇ ଦେଶର ନୌସେନାର ସମରାଭ୍ୟାସଆରବ ସାଗରରେ ଶକ୍ତି ପ୍ରଦର୍ଶନ କରିବେ ଦୁଇ ଦେଶ। ଆଜିଠୁ ଦୁଇ ନୌସେନାର ସମରାଭ୍ୟାସ। ଆଜି ଏବଂ ଆସନ୍ତାକାଲି ନାଭାଲ ଡ୍ରିଲ। ନିଜ ନିଜର ଜଳ ସୀମାରେ ରାହି ସମରାଭ୍ୟାସ କରିବେ ଦୁଇ ଦେଶର ନୌସେନାସମରାଭ୍ୟାସ ପୂର୍ବରୁ ନୋଟାମ ଜାରି କରିଛି ପାକିସ୍ତାନ। ପୂର୍ବରୁ ପହଲଗାମ ଆକ୍ରମଣ ପରେ ଶକ୍ତି ପ୍ରଦର୍ଶନ କରିଥିଲେ ଦୁଇ ନୌସେନା । ଆରବ ସାଗରରେ କରିଥିଲେ ସମରାଭ୍ୟାସ। ଏପ୍ରିଲ ୩୦ରୁ ମେ ୩ ତାରିଖ ପର୍ଯ୍ୟନ୍ତ … Read more

ଭାରତ ମୁଣ୍ଡ ନୁଆଇଁବନି :

ନୂଆଦିଲ୍ଲୀ: ରୁଷ୍ ସହ ତେଲ କାରବାର କରୁଥିବାରୁ ଭାରତ ଉପରେ ଖପ୍ପା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ପୂର୍ବରୁ ଲଗାଇଥିବା ୨୫ ପ୍ରତିଶତ ସହ ଅତିରିକ୍ତ ୨୫ ପ୍ରତିଶତ ମିଶିବା ପରେ ଭାରତ ଉପରେ ଆମେରିକାର ମୋଟ୍‌ ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆମେରିକାର ୫୦% ଶୁଳ୍କ ବୋମା ମାଡ଼ ହେବା ପରେ ଚପିନି ଭାରତ। ଆମେ କାହା ଆଗରେ ମୁଣ୍ଡ ନୁଆଁଇବୁ ନାହିଁ ବୋଲି ସ୍ପଷ୍ଟ … Read more

ଚିର ନିଦ୍ରା ରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍ :

ନୂଆଦିଲ୍ଲୀ: ପରଲୋକରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଆଜି ଦିନ ପ୍ରାୟ ୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଥିବା ସାମ୍ନାକୁ ଆସିଛି।ସୂଚନା ମୁତାବକ, ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ … Read more

ଚର୍ଚ୍ଚା ଜୋର୍‌ ଧରିଲା:

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ରାଜ୍ୟ ମାନ୍ୟତା ଫେରି ପାଇବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରବିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଛକୁ ପଛ ଭେଟିବା ପରେ ସୋସିଆଲ ମିଡିଆରେ ଏ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପୃଥକ୍‌ ଭାବେ ଶାହ ମଧ୍ୟ ଆଜି ଜମ୍ମୁ କାଶ୍ମୀରର କିଛି ବରିଷ୍ଠ ନେତା ସହ ଏକ ବୈଠକ କରିଛନ୍ତି। ମିଳିଥିବା ସୂଚନାନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମଙ୍ଗଳବାର ଏନ୍‌ଡିଏ ସାଂସଦମାନଙ୍କର ଏକ ବୈଠକ … Read more