socialtalknews

ଜୁଲାଇ ୧୪ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ରେ ଆସିବେ ଓଡିଶା |୧୪ରେ ଭୁବନେଶ୍ବର AIIMS ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଏହା ସହ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ ଜୁଲାଇ ୧୪ରେ ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ପରଦିନ,୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।ଜବାହରଲାଲ ନେହରୁ … Read more