ରାଜ୍ୟ ସରକାରଙ୍କର ଏକ ମୁଖ୍ୟ ଫୋକସ ହେଉଛି ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା
ରାଜ୍ୟର ବିଭିନ୍ନ ସ୍ଥାନରେ କ୍ୟାପ୍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା | ସେଥିପାଇଁ ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶକୁ ପ୍ରାଧ୍ୟାନ୍ୟ ଦେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରୁଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷରିତ ହୋଇଛି । ଲୋକସେବା … Read more