ଖୋଲିବ ୨ ନୂଆ OISF ବାଟାଲିୟନ୍, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ :
ମୟୂରଭଞ୍ଜରେ ସର୍ବାଧିକ ୧୩ଟି କୋର୍ଟ ସ୍ଥାପନ ହେବରାଜ୍ୟରେ ଖୋଲିବ ଆଉ ୫୬ଟି ସିଭିଲ କୋର୍ଟ । ରାଜ୍ୟ ଆଇନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ମାଲକାନଗିରି, ମୟୂରଭଞ୍ଜ, ନୂଆପଡ଼ା, ପୁରୀ, ନବରଙ୍ଗପୁର, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ୫୬ଟି ନୂଆ କୋର୍ଟ ଖୋଲିବ । ଏହାସହ ୮୪୦ ନୂଆ ନିଯୁକ୍ତି ସୃଷ୍ଟି ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି । ମୟୂରଭଞ୍ଜରେ ସର୍ବାଧିକ ୧୩ଟି କୋର୍ଟ ସ୍ଥାପନ ହେବ … Read more