ରାଶିଫଳ :
By- SUBHASMITA ସେପ୍ଟେମ୍ବର. 1 2025 ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ … Read more