ଆଜି ପୁରୀ ଗସ୍ତ ରେ ଯାଇ ସେବାୟତ ଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ଆଜି ପୁରୀ ଗସ୍ତ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦଳାଚକଟା ପରିସ୍ଥିତି ଯୋଗୁଁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା। ଶତାଧିକ ଶ୍ରଦ୍ଧାଳୁ ଆହତ ହୋଇଥିଲେ। ଏହି ଘଟଣା ସାରା ରାଜ୍ୟବାସୀଙ୍କୁ ଦୁଃଖ ଦେଇଥିଲା। ଏହି ଘଟଣା ପରେ ସରକାର ଅବ୍ୟବସ୍ଥା କହି ବିରୋଧୀ ଘେରିଥିଲେ। ଏହି ଘଟଣା ପରେ ଏବେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ପୁରୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତକାଳରେ ସେ ପ୍ରଶାସନିକ ବୈଠକ ଶେଷ କରିଛନ୍ତି। … Read more