socialtalknews

ରଥଯାତ୍ରା ପାଇଁ ସୁରକ୍ଷାରେ ପୁରୀ ସହର ; ଆକାଶ ମାର୍ଗରୁ ନଜର ରଖିଛି AI ସିସିଟିଭି

ରାତି ପାହିଲେ ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି । ଆସନ୍ତାକାଲି ହେଉଛି ବିଶ୍ୱପ୍ରସିଦ୍ଧ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଘୋଷଯାତ୍ରା | ରଥଯାତ୍ରା ପାଇଁ ଚାଲିଛି କେତେ ପ୍ରସ୍ତୁତି କେତେ ଆୟୋଜନ । ରଥକାମ ସରିଥିବା ବେଳେ ଆଜି ତିନି ରଥକୁ ସିଂହଦ୍ବାର ସମ୍ମୁଖକୁ ଆଣାଯିବ। ସେପଟେ ରଥଯାତ୍ରା ପାଇଁ  ଆକାଶମାର୍ଗରୁ ନଜର ରହିଛ ପୁରୀ ସହର ଉପରେ | ଏଥର ରଥଯାତ୍ରା ବେଳେ ମୁତୟନ ହେବେ NSG ସ୍ନାଇପର୍ସ, ଜଗିବେ ପ୍ରାୟ ୧୦ ହଜାର ପୋଲିସ। … Read more

କିଏ ଚୋରି କରି ନେଇଗଲା ଶ୍ରୀଜିଉଙ୍କ ମୋଦକ ?

ଶ୍ରୀମନ୍ଦିର ପରିସରରେ ଆଜି ଘଟିଛି ଅଭାବନୀୟ ଘଟଣା। ଶ୍ରୀବିଗ୍ରହଙ୍କ ଲାଗି ଉଦ୍ଦେଶ୍ୟରେ ଆସିଥିବା ମୋଦକ ଚୋରି ହୋଇ ଯାଇଛି। ଲାଗି ପୂର୍ବରୁ ଚୋରି ହୋଇଥିବାରୁ ଏହା ମାରା ହୋଇଥିବା ଏବଂ କିଭଳି ମହାପ୍ରଭୁଙ୍କ ପାଖରେ ଲାଗିହେଲା କିଏ ଚୋରି କରି ନେଇଗଲେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଦଶମୂଳ ମୋଦକ । ମହାପ୍ରଭୁ ଙ୍କୁ ଲାଗି କରାଯାଇଛି ମାରା ମୋଦକ । ୭୦ଟି ମୋଦକ ଚୋରି ହୋଇଯାଇଛି ବୋଲି ଅଭିଯୋଗ କରାଯାଇଛି। ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି … Read more